ଅବଦୁଲ କଲାମଙ୍କ ବିୟୋଗରେ ଆଜି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ବିୟୋଗରେ କେନ୍ଦ୍ର ସରକାର ୭ ଦିନିଆ  ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସେହିଭଳି ରାଜ୍ୟ ସରକାର ମଧ୍ୟ ଆଜି ଛୁଟି ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ, ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

Abdul-Kalam

Rakesh Mallick
  • Published: Tuesday, 28 July 2015
  • , Updated: 28 July 2015, 02:59 AM IST

Related story