କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା

ରାଜଗାଙ୍ଗପୁର (ଗୌତମ ମିଶ୍ର): ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ ସାମ୍ନାରେ ବାଇକ୍‌ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହିମାଂଶୁ ବାଘ। ତାଙ୍କ ଘର କୁତ୍ରା ବସ୍ତିରେ। ଗୁରୁତର ମୋହନ ଲାକ୍ରାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।  ଦୁର୍ଘଟଣାରେ ବାଇକ୍‌ଟି ଭାଙ୍ଗିଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

accident,,

accident,,

Tapaswini Nayak
  • Published: Thursday, 14 November 2019
  • Updated: 14 November 2019, 02:24 PM IST

Sports

Latest News

ରାଜଗାଙ୍ଗପୁର (ଗୌତମ ମିଶ୍ର): ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ ସାମ୍ନାରେ ବାଇକ୍‌ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହିମାଂଶୁ ବାଘ। ତାଙ୍କ ଘର କୁତ୍ରା ବସ୍ତିରେ।

ଗୁରୁତର ମୋହନ ଲାକ୍ରାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।  ଦୁର୍ଘଟଣାରେ ବାଇକ୍‌ଟି ଭାଙ୍ଗିଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos