ସ୍କୁଟିକୁ ପିଟି ଦେଇ ଚାଲି ଗଲା, ୨ ମୃତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ୫ ନମ୍ବର ଜାତୀୟ ରାଜପଥ ମୂଷାପାପୁଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ସ୍କୁଟିରେ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ମୂଷାପାପୁଲି ନିକଟରେ ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନଥିଲା।

anugul

Rakesh Mallick
  • Published: Thursday, 22 February 2018
  • , Updated: 22 February 2018, 09:12 PM IST

ଅନୁଗୋଳ: ଅନୁଗୋଳ ଜିଲ୍ଲା ୫ ନମ୍ବର ଜାତୀୟ ରାଜପଥ ମୂଷାପାପୁଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ସ୍କୁଟିରେ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ମୂଷାପାପୁଲି ନିକଟରେ ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନଥିଲା।

Related story