ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ଡ୍ରାଇଭରଙ୍କ ଜୀବନ

ବାରିପଦା (ମାଣିକ ଲାଲ୍‌ ପାଣି ):  ମୟୂରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଆଜି ଭୋରରେ ୨ଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ତାଙ୍କୁ ବାରିପଦାସ୍ଥିତି ପିଆରଏମ୍‌ ମେଡ଼ିକାଲ କଲେଜ୍ ଆଣ୍ଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। […]

bpd-1.1

bpd-1.1

Niharika Rout
  • Published: Friday, 30 August 2019
  • Updated: 30 August 2019, 10:46 AM IST

Sports

Latest News

ବାରିପଦା (ମାଣିକ ଲାଲ୍‌ ପାଣି ):  ମୟୂରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଆଜି ଭୋରରେ ୨ଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ତାଙ୍କୁ ବାରିପଦାସ୍ଥିତି ପିଆରଏମ୍‌ ମେଡ଼ିକାଲ କଲେଜ୍ ଆଣ୍ଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଦୁଇଟି ଟ୍ରକ୍ ମଧ୍ୟରୁ ଗୋଟିଏ ମହାରାଷ୍ଟ୍ରର ନାସିକରୁ ପିଆଜ ନେଇ କୋଲକାତା ଅଭିମୁଖେ ଯାଉଥିଲା। ଅନ୍ୟ ଟ୍ରକ୍‌ଟିରେ ଲୁହା ବୋଝେଇ ହୋଇଥିବା ବେଳେ ତାହା କୋଲକାତାରୁ ସମ୍ବଲପୁର ଯାଉଥିଲା। ବାଙ୍ଗିରିପୋଷି ଘାଟିରେ ଉଭୟ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପିଆଜ ବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।

truckonroadଖବର ପାଇ ବାଙ୍ଗିରିପୋଷି ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଏଥିଯୋଗୁ ୩ ଘଣ୍ଟାରୁ ଅଧିକ ସମୟ ଧରି ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା ଓ ଶତାଧିକ ଯାନବାହନ ଅଟକି ରହିଥିଲେ।

ବାଙ୍ଗିରିପୋଷି ଘାଟିରେ ସବୁବେଳେ ଦୁର୍ଘଟଣା ଘଟି ଜୀବନ ଯାଉଥିଲେ ମଧ୍ୟ ଏହାକୁ ରୋକିବା ଦିଗରେ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଉ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story