ପିଟି ଦେଲା ଆଳୁ ବୋଝେଇ ଟ୍ରକ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ କାର୍‌କୁ ଆଳୁ ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କାର୍ ଡ୍ରାଇଭର୍ ହୋଇଥିବା ବେଳେ ଅନ୍ୟମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତମାନେ ପଶ୍ଚିମବଙ୍ଗର ବାସିନ୍ଦା। ସେମାନେ ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଯାଇଥିଲେ। ସେଠାରୁ ଫେରୁଥିବା […]

accident

accident

Jyoshna Pradhan
  • Published: Sunday, 13 October 2019
  • Updated: 13 October 2019, 08:53 AM IST

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ କାର୍‌କୁ ଆଳୁ ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କାର୍ ଡ୍ରାଇଭର୍ ହୋଇଥିବା ବେଳେ ଅନ୍ୟମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତମାନେ ପଶ୍ଚିମବଙ୍ଗର ବାସିନ୍ଦା। ସେମାନେ ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଆଜି ଭୋର୍‌ ପ୍ରାୟ ୪ଟାରେ ଏହି ଦୁର୍ଘଟଣା ଘଟିଥିଲା। ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।

ଏହି ଦୁର୍ଘଟଣା ପରେ ୧୬ନଂ ଜାତୀୟ ରାଜପଥରେ ତିନି ଘଣ୍ଟା ଧରି ଶହ ଶହ ଗାଡ଼ି ଅଟକି ରହିଥିଲା। ଭଣ୍ଡାରିପୋଖରୀ ପୁଲିସ୍ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story