ଛାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

କଟକ(ଓଡ଼ିଶା ରିପୋର୍ଟର):  କଟକସ୍ଥିତ ରେଭେନ୍ସା କଲେଜ ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଅନ୍ନପୂର୍ଣ୍ଣା ଚୌଧୁରୀ ନାମ୍ନୀ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ଯୁକ୍ତ ତିନି ତୃତୀୟ ବର୍ଷର ଛାତ୍ରୀ ଥିଲେ। ତାଙ୍କ ଘର ଚୌଦ୍ୱାର ଅଞ୍ଚଳରେ। ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଛି। ଅନ୍ନପୂର୍ଣ୍ଣା କଲେଜ ସାରି ସ୍କୁଟିରେ ଘରକୁ ଫେରୁଥିଲେ। ଏହି ସମୟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇବାରୁ ସେ ତଳେ ପଡ଼ି ଯାଇଥିଲେ। […]

ctc-1..1

ctc-1..1

Jyoshna Pradhan
  • Published: Thursday, 05 September 2019
  • Updated: 05 September 2019, 03:15 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର):  କଟକସ୍ଥିତ ରେଭେନ୍ସା କଲେଜ ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଅନ୍ନପୂର୍ଣ୍ଣା ଚୌଧୁରୀ ନାମ୍ନୀ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ଯୁକ୍ତ ତିନି ତୃତୀୟ ବର୍ଷର ଛାତ୍ରୀ ଥିଲେ। ତାଙ୍କ ଘର ଚୌଦ୍ୱାର ଅଞ୍ଚଳରେ।

ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଛି। ଅନ୍ନପୂର୍ଣ୍ଣା କଲେଜ ସାରି ସ୍କୁଟିରେ ଘରକୁ ଫେରୁଥିଲେ। ଏହି ସମୟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇବାରୁ ସେ ତଳେ ପଡ଼ି ଯାଇଥିଲେ। ସେହି ରାସ୍ତା ଦେଇ ଯାଉଥିବା ଏକ ଟ୍ରକ୍‌ ତାଙ୍କ ଉପରେ ଚଢ଼ି ଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos