ଓଲଟି ପଡ଼ିଲା ପିକ୍‌ନିକ୍ ଗାଡ଼ି

ଧର୍ମଗଡ଼(ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ଡଙ୍ଗରିଗୁଡ଼ା ଛକ ଏନ୍‌ଏଚ୍‌-୨୬ରେ ଏକ ପିକ୍‌ନିକ୍‌ ଗାଡ଼ି ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ସମସ୍ତ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସମସ୍ତ ଗୁରୁତର ଓ ଆହତ କୋକସରା ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ସୋନପୁର ଜିଲ୍ଲା ଖାଲି ପଞ୍ଚାୟତ ଅନ୍ତର୍ଗତ ବାଗବାହାଲି ଗାଁର ଗୋଟିଏ ପରିବାରର ୧୩ ଜଣ ସଦସ୍ୟ  କୋରାପୁଟ ଜିଲ୍ଲା ଗୁପ୍ତେଶ୍ୱରକୁ ପିକ୍‌ନିକ୍‌ […]

accident

accident

Rakesh Mallick
  • Published: Tuesday, 02 January 2018
  • Updated: 02 January 2018, 11:20 AM IST

Sports

Latest News

ଧର୍ମଗଡ଼(ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ଡଙ୍ଗରିଗୁଡ଼ା ଛକ ଏନ୍‌ଏଚ୍‌-୨୬ରେ ଏକ ପିକ୍‌ନିକ୍‌ ଗାଡ଼ି ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ସମସ୍ତ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସମସ୍ତ ଗୁରୁତର ଓ ଆହତ କୋକସରା ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ସୋନପୁର ଜିଲ୍ଲା ଖାଲି ପଞ୍ଚାୟତ ଅନ୍ତର୍ଗତ ବାଗବାହାଲି ଗାଁର ଗୋଟିଏ ପରିବାରର ୧୩ ଜଣ ସଦସ୍ୟ  କୋରାପୁଟ ଜିଲ୍ଲା ଗୁପ୍ତେଶ୍ୱରକୁ ପିକ୍‌ନିକ୍‌ ପାଇଁ ଯାଇଥିଲେ। ଗତକାଲି ବିଳମ୍ୱିତ ରାତିରେ ଘରକୁ ଫେରିବା ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos