ପିଟି ଦେଲା ମିନି ଟ୍ରକ୍‌; ଚାଲିଗଲା ବାପା ଓ ୨ପୁଅଙ୍କ ଜୀବନ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଗଡ଼ଖୋର୍ଦ୍ଧା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତି ଓ ତାଙ୍କର ଦୁଇ ପୁଅଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ଦୁଇ ପୁଅ ବିକ୍ରମ ଓ ସଂଜୟ। ଏମାନେ ଖୋର୍ଦ୍ଧା ଜିଲ୍ଲା ମଳିପଡ଼ାର ବାସିନ୍ଦା। ଗତକାଲି ବିଳମ୍ବିତ ରାତିରେ କୃଷ୍ଣଚନ୍ଦ୍ର ଦୁଇ ପୁଅଙ୍କ ସହିତ ବାଇକ୍‌ ଯୋଗେ ଭୁବନେଶ୍ୱରରୁ ଖୋର୍ଦ୍ଧା ଫେରୁଥିଲେ। […]

6677.jpg0000

6677.jpg0000

Tapaswini Nayak
  • Published: Wednesday, 28 August 2019
  • Updated: 28 August 2019, 10:19 AM IST

Sports

Latest News

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଗଡ଼ଖୋର୍ଦ୍ଧା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତି ଓ ତାଙ୍କର ଦୁଇ ପୁଅଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ଦୁଇ ପୁଅ ବିକ୍ରମ ଓ ସଂଜୟ। ଏମାନେ ଖୋର୍ଦ୍ଧା ଜିଲ୍ଲା ମଳିପଡ଼ାର ବାସିନ୍ଦା।

ଗତକାଲି ବିଳମ୍ବିତ ରାତିରେ କୃଷ୍ଣଚନ୍ଦ୍ର ଦୁଇ ପୁଅଙ୍କ ସହିତ ବାଇକ୍‌ ଯୋଗେ ଭୁବନେଶ୍ୱରରୁ ଖୋର୍ଦ୍ଧା ଫେରୁଥିଲେ। ଗଡ଼ଖୋର୍ଦ୍ଧାରେ ନିକଟରେ ଏକ ମିନି ଟ୍ରକ୍‌ ସେମାନଙ୍କୁ ପିଟି ଦେଇଥିଲା। ଘଟଣାସ୍ଥଳରେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଦୁଇ ପୁଅଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ  ସେଠାରେ ସେମାନଙ୍କର ମୃତ୍ୟୁ ଘଟିଥିଲା।

ଖୋର୍ଦ୍ଧା ଟାଉନ୍ ଥାନା ପୁଲିସ୍‌ ଦୁର୍ଘଟଣା ଘଟାଇଥିବା ମିନି ଟ୍ରକ୍‌କୁ ଜବତ କରିଥିବା ବେଳେ ଘଟଣାର ତଦନ୍ତ କରୁଛି। ତେବେ ଦୁର୍ଘଟଣା ପରେ ମିନି ଟ୍ରକ୍‌ର ଡ୍ରାଇଭର୍‌ ଓ ହେଲ୍‌ପର୍ ଫେରାର୍ ହୋଇଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story