ଭଦ୍ରକ(ଓଡ଼ିଶା ରିପୋର୍ଟର):ଗତବର୍ଷ ଭଦ୍ରକ ରାହାଞ୍ଜରେ ସ୍କୁଲ ପିଲାଙ୍କ ଉପରେ ଟ୍ରକ୍ ମାଡ଼ିଯିବା ଘଟଣାରେ ଆହତ ଛାତ୍ରୀ ଶୀତଲ ସାହୁଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଜାତୀୟ ରାଜପଥରେ ଘଟିଥିବା ଏହି ଦୁର୍ଘଟଣାରେ ୫ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଶୀତଲଙ୍କ ସମେତ ୫ଜଣ ଗୁରୁତର ଆହତ ହୋଇଥିଲେ ।
ବହୁ ଚିକିତ୍ସା ସତ୍ତ୍ୱେ ସୁସ୍ଥ ହେବା ପରିବର୍ତ୍ତେ ଶୀତଲଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାରେ ଲାଗିଥିଲା । ସରକାରୀ ପ୍ରତିଶ୍ରୁତି ସତ୍ତ୍ୱେ ଏହି ବ୍ୟୟବହୁଳ ଚିକିତ୍ସା ପାଇଁ ସହାୟତା ନ ମିଳିବାରୁ ବର୍ଷେ ହେବ ସେ ଶଯ୍ୟାରେ ପଡ଼ିରହିଥିଲେ ।
ତାଙ୍କ ବାମ ହାତ ସମ୍ପୂର୍ଣ୍ଣ ଅଚଳ ହୋଇଯାଇଛି ଓ ଡାହାଣ ଗୋଡ଼ ମଧ୍ୟ ଅଚଳ ହେବାକୁ ବସିଛି। ଯନ୍ତ୍ରଣାରୁ ମୁକ୍ତି ପାଇବାକୁ ଶୀତଲ ଇଚ୍ଛାମୃତ୍ୟୁ ଚାହୁଁଥିବା ଖବର ରାଜ୍ୟରେ ଚର୍ଚ୍ଚା ସୃଷ୍ଟି କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।