ଏମ୍ସରେ ଭର୍ତ୍ତି ହେଲେ ଶୀତଲ

ଭଦ୍ରକ(ଓଡ଼ିଶା ରିପୋର୍ଟର):ଗତବର୍ଷ ଭଦ୍ରକ ରାହାଞ୍ଜରେ ସ୍କୁଲ ପିଲାଙ୍କ ଉପରେ ଟ୍ରକ୍ ମାଡ଼ିଯିବା ଘଟଣାରେ ଆହତ ଛାତ୍ରୀ ଶୀତଲ ସାହୁଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଜାତୀୟ ରାଜପଥରେ ଘଟିଥିବା ଏହି ଦୁର୍ଘଟଣାରେ ୫ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଶୀତଲଙ୍କ ସମେତ ୫ଜଣ ଗୁରୁତର ଆହତ ହୋଇଥିଲେ । ବହୁ ଚିକିତ୍ସା ସତ୍ତ୍ୱେ ସୁସ୍ଥ ହେବା ପରିବର୍ତ୍ତେ ଶୀତଲଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାରେ ଲାଗିଥିଲା । ସରକାରୀ ପ୍ରତିଶ୍ରୁତି ସତ୍ତ୍ୱେ ଏହି ବ୍ୟୟବହୁଳ ଚିକିତ୍ସା ପାଇଁ […]

bhadrak.jpg111-750x420

bhadrak.jpg111-750x420

Tapas Behera
  • Published: Sunday, 23 June 2019
  • Updated: 23 June 2019, 06:08 PM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର):ଗତବର୍ଷ ଭଦ୍ରକ ରାହାଞ୍ଜରେ ସ୍କୁଲ ପିଲାଙ୍କ ଉପରେ ଟ୍ରକ୍ ମାଡ଼ିଯିବା ଘଟଣାରେ ଆହତ ଛାତ୍ରୀ ଶୀତଲ ସାହୁଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଜାତୀୟ ରାଜପଥରେ ଘଟିଥିବା ଏହି ଦୁର୍ଘଟଣାରେ ୫ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଶୀତଲଙ୍କ ସମେତ ୫ଜଣ ଗୁରୁତର ଆହତ ହୋଇଥିଲେ ।

ବହୁ ଚିକିତ୍ସା ସତ୍ତ୍ୱେ ସୁସ୍ଥ ହେବା ପରିବର୍ତ୍ତେ ଶୀତଲଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାରେ ଲାଗିଥିଲା । ସରକାରୀ ପ୍ରତିଶ୍ରୁତି ସତ୍ତ୍ୱେ ଏହି ବ୍ୟୟବହୁଳ ଚିକିତ୍ସା ପାଇଁ ସହାୟତା ନ ମିଳିବାରୁ ବର୍ଷେ ହେବ ସେ ଶଯ୍ୟାରେ ପଡ଼ିରହିଥିଲେ ।

ତାଙ୍କ ବାମ ହାତ ସମ୍ପୂର୍ଣ୍ଣ ଅଚଳ ହୋଇଯାଇଛି ଓ ଡାହାଣ ଗୋଡ଼ ମଧ୍ୟ ଅଚଳ ହେବାକୁ ବସିଛି। ଯନ୍ତ୍ରଣାରୁ ମୁକ୍ତି ପାଇବାକୁ ଶୀତଲ ଇଚ୍ଛାମୃତ୍ୟୁ ଚାହୁଁଥିବା ଖବର ରାଜ୍ୟରେ ଚର୍ଚ୍ଚା ସୃଷ୍ଟି କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story