ଗଛରେ ପିଟିହେଲା ବୋଲେରୋ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ଖଲିଆକାନି ନିକଟରେ ଏକ ବୋଲେରୋ ଭାରସାମ୍ୟ ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଗାଡ଼ିର ଡ୍ରାଇଭର। ଖବର ଲେଖାଯିବା ସୁଦ୍ଧା ତାଙ୍କ ପରିଚୟ ମିଳିପାରିନି। ଆହତମାନଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

car2ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।