ଗଛରେ ପିଟିହେଲା ବୋଲେରୋ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ଖଲିଆକାନି ନିକଟରେ ଏକ ବୋଲେରୋ ଭାରସାମ୍ୟ ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଗାଡ଼ିର ଡ୍ରାଇଭର। ଖବର ଲେଖାଯିବା ସୁଦ୍ଧା ତାଙ୍କ ପରିଚୟ ମିଳିପାରିନି। ଆହତମାନଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

car1

car1

Tapaswini Nayak
  • Published: Friday, 21 June 2019
  • Updated: 21 June 2019, 09:51 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ଖଲିଆକାନି ନିକଟରେ ଏକ ବୋଲେରୋ ଭାରସାମ୍ୟ ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଗାଡ଼ିର ଡ୍ରାଇଭର। ଖବର ଲେଖାଯିବା ସୁଦ୍ଧା ତାଙ୍କ ପରିଚୟ ମିଳିପାରିନି। ଆହତମାନଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

car2ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos