ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ହେବା ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ହେବା ପରେ ରାଜ୍ୟରେ ଦୁର୍ଘଟଣା ହାର କମିଛି।  ଗତବର୍ଷ ତୁଳନାରେ ଚଳିତବର୍ଷ ୪.୫ ପ୍ରତିଶତ ଦୁର୍ଘଟଣା କମିଛି । ଦୁର୍ଘଟଣାରେ ମୃତ୍ୟୁ ହାର ୧୨ପ୍ରତିଶତ କମିଛି।  ସଡକ ସୁରକ୍ଷା ନେଇ ରାଜଧାନୀର ଲୋକସେବା ଭବନରେ ଆଜି ବସିଥିବା ରାଜ୍ୟ ସୁରକ୍ଷା ପରିଷଦର ଦ୍ୱିତୀୟ ବୈଠକରୁ ଏନେଇ ସୂଚନା ମିଳିଛି । ରାଜ୍ୟର ବୌଦ୍ଧ, ରାୟଗଡା, ସୋନପୁର, କନ୍ଧମାଳ, ଦେବଗଡ଼, ମାଲକାନଗିରି ଆଦି ଜିଲା ସର୍ବାଧିକ ଦୁର୍ଘଟଣା ପ୍ରବଣ।  […]

bbsr-4--1

bbsr-4--1

Niharika Rout
  • Published: Wednesday, 18 December 2019
  • Updated: 18 December 2019, 01:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ହେବା ପରେ ରାଜ୍ୟରେ ଦୁର୍ଘଟଣା ହାର କମିଛି।  ଗତବର୍ଷ ତୁଳନାରେ ଚଳିତବର୍ଷ ୪.୫ ପ୍ରତିଶତ ଦୁର୍ଘଟଣା କମିଛି । ଦୁର୍ଘଟଣାରେ ମୃତ୍ୟୁ ହାର ୧୨ପ୍ରତିଶତ କମିଛି।  ସଡକ ସୁରକ୍ଷା ନେଇ ରାଜଧାନୀର ଲୋକସେବା ଭବନରେ ଆଜି ବସିଥିବା ରାଜ୍ୟ ସୁରକ୍ଷା ପରିଷଦର ଦ୍ୱିତୀୟ ବୈଠକରୁ ଏନେଇ ସୂଚନା ମିଳିଛି ।

ରାଜ୍ୟର ବୌଦ୍ଧ, ରାୟଗଡା, ସୋନପୁର, କନ୍ଧମାଳ, ଦେବଗଡ଼, ମାଲକାନଗିରି ଆଦି ଜିଲା ସର୍ବାଧିକ ଦୁର୍ଘଟଣା ପ୍ରବଣ।  ୨୦୧୮ରେ ସମଗ୍ର ଭାରତରେ ୧ ଲକ୍ଷ ୫୨ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା । ଏହି ସମୟରେ ଆମ ରାଜ୍ୟରେ ୫ ହଜାର ୩୧୫ଜଣଙ୍କ ମୃତ୍ୟୁ ହୋଇଥିଲା। ଆମ ଦେଶରେ ପ୍ରତି ଘଣ୍ଟାରେ ଦୁର୍ଘଟଣାରେ ୧୭ ଜଣଙ୍କ ଜୀବନ ଯାଉଛି।

ଗତ ଦଶନ୍ଧିରେ ଓଡ଼ିଶାରେ ୩୮ ହଜାର ୨୦୪ ଜଣ ଲୋକଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୃତକଙ୍କ ମଧ୍ୟରୁ ସତୁରି ପ୍ରତିଶତ ଯୁବ ପିଢ଼ୀ । ୨୦୧୪ରୁ ୨୦୧୮ ମଧ୍ୟରେ ଦୁର୍ଘଟଣାରେ ମୃତ୍ୟୁ ହାର ୩୫.୨ପ୍ରତିଶତ ବଢିଥିଲା।  ଚଳିତ ବର୍ଷ ସେପ୍ଟେମ୍ବର ପର୍ଯ୍ୟନ୍ତ  ଦୁର୍ଘଟଣାରେ ୪ ହଜାର ୧୧୫ ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ୮ ହଜାର ମଦ୍ୟପ ଡ୍ରାଇଭର ଗିରଫ ହୋଇଛନ୍ତି । ୭୫୦ ଜଣଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ବୈଠକରୁ ସୂଚନା ମିଳିଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story