‘ଡିଏଫଓଙ୍କ ପଛରେ ମନ୍ତ୍ରୀ’

ବହୁଚର୍ଚ୍ଚିତ ଏସସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ସତ୍ତ୍ୱେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ ନ କରିବାକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି ।

Manoj Swain
  • Published: Saturday, 01 July 2023
  • Updated: 01 July 2023, 05:00 PM IST

Sports

Latest News

ବହୁଚର୍ଚ୍ଚିତ ଏସସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ସତ୍ତ୍ୱେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ ନ କରିବାକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ୨୮ ତାରିଖରୁ କୋର୍ଟ ଅଭିଯୁକ୍ତ ଡିଏଫଓ, ବିଦ୍ୟାଭାରତୀ ଏବଂ ରୋଷେୟା ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିବା ସତ୍ତ୍ୱେ କାହିଁକି ଆଜି ଯାଏଁ ପୁଲିସ ତାକୁ କାର୍ଯ୍ୟକାରୀ କରୁନି ? ଗିରଫ ନହେବା ପଛରେ ତତ୍କାଳୀନ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତଥା ଏବେର ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ପୃଷ୍ଠ ପୋଷକତା ସାଜିଥିବା ବିଜେପିର ଅଭିଯୋଗ। ଏବେ ବି ମନ୍ତ୍ରୀ ଡ଼ିଏଫଓଙ୍କ ପଛରେ ଢାଲ ହୋଇ ରହିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos