ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡଯନ୍ତ୍ର ରଚିବା ଦଫାରେ ବିଚାର ହେବ।