ଶିଶୁକନ୍ୟା ଦେହରେ ଗରମ ପାଣି ପଡ଼ିବା ଘଟଣାରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ବହିଷ୍କୃତ

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍‌ ଜଟିଆପାଲି ଅଙ୍ଗନବାଡ଼ି କେନ୍ଦ୍ରରେ ଗରମ ପାଣି ପଡ଼ି ଜଣେ ଶିଶୁକନ୍ୟା ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମ୍ପୃକ୍ତ କେନ୍ଦ୍ରର ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କୁ ବହିଷ୍କୃତ କରାଯାଇଛି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ରର ସୁପର୍‌ଭାଇଜର୍‌ଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ନିଲମ୍ବନ କରିଛି। ଗୁରୁତର ଶିଶୁଟି ଏବେ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛି। ଗତ ୧୪ ତାରିଖରେ ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ୩ ବର୍ଷର ଶିଶୁକନ୍ୟା ଦେହରେ […]

sonpur

sonpur

Jyoshna Pradhan
  • Published: Friday, 17 May 2019
  • Updated: 17 May 2019, 02:32 PM IST

Sports

Latest News

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍‌ ଜଟିଆପାଲି ଅଙ୍ଗନବାଡ଼ି କେନ୍ଦ୍ରରେ ଗରମ ପାଣି ପଡ଼ି ଜଣେ ଶିଶୁକନ୍ୟା ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମ୍ପୃକ୍ତ କେନ୍ଦ୍ରର ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କୁ ବହିଷ୍କୃତ କରାଯାଇଛି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ରର ସୁପର୍‌ଭାଇଜର୍‌ଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ନିଲମ୍ବନ କରିଛି।

ଗୁରୁତର ଶିଶୁଟି ଏବେ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛି।

ଗତ ୧୪ ତାରିଖରେ ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ୩ ବର୍ଷର ଶିଶୁକନ୍ୟା ଦେହରେ ଗରମ ପାଣି ପଡ଼ିଯାଇଥିଲା।  ଏଥିଯୋଗୁ ତା’ ଛାତି, ପେଟ ଓ ପିଠି ପୋଡ଼ି ଯାଇଛି। ଅଙ୍ଗନବାଡ଼ି କେନ୍ଦ୍ରର ସହାୟିକା ତା’ ଉପରେ ଗରମ ପାଣି ଢାଳି ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story