ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଜଟିଆପାଲି ଅଙ୍ଗନବାଡ଼ି କେନ୍ଦ୍ରରେ ଗରମ ପାଣି ପଡ଼ି ଜଣେ ଶିଶୁକନ୍ୟା ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମ୍ପୃକ୍ତ କେନ୍ଦ୍ରର ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କୁ ବହିଷ୍କୃତ କରାଯାଇଛି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ରର ସୁପର୍ଭାଇଜର୍ଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ନିଲମ୍ବନ କରିଛି।
ଗୁରୁତର ଶିଶୁଟି ଏବେ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛି।
ଗତ ୧୪ ତାରିଖରେ ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ୩ ବର୍ଷର ଶିଶୁକନ୍ୟା ଦେହରେ ଗରମ ପାଣି ପଡ଼ିଯାଇଥିଲା। ଏଥିଯୋଗୁ ତା’ ଛାତି, ପେଟ ଓ ପିଠି ପୋଡ଼ି ଯାଇଛି। ଅଙ୍ଗନବାଡ଼ି କେନ୍ଦ୍ରର ସହାୟିକା ତା’ ଉପରେ ଗରମ ପାଣି ଢାଳି ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।