ସିନେ ଅଭିନେତା ସୁନିଲ ନାୟକଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ବର୍ଷ ହୋଇଥିଲା। ହୃତଘାତରେ ସୁନିଲଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏକ କମେଡି ଧାରାବାହିକର ସୁଟିଂ ସେଟ୍‌ରେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ସୁନିଲ। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଡୁନ୍ ଭାଇ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ସୁନିଲ ଅନେକ ଚଳଚ୍ଚିତ୍ର ଓ […]

sunill,,,,,,,,,,,,,,,,,,,,

sunill,,,,,,,,,,,,,,,,,,,,

Tapaswini Nayak
  • Published: Wednesday, 29 May 2019
  • Updated: 29 May 2019, 08:40 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ବର୍ଷ ହୋଇଥିଲା। ହୃତଘାତରେ ସୁନିଲଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଏକ କମେଡି ଧାରାବାହିକର ସୁଟିଂ ସେଟ୍‌ରେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ସୁନିଲ। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଡୁନ୍ ଭାଇ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ସୁନିଲ ଅନେକ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ। ପରଲୋକ ପରେ ବହୁ ଟେଲି କଳାକାର ସୁନିଲଙ୍କ ପାର୍ଥୀବ ଶରୀରର ଅନ୍ତିମ ଦର୍ଶନ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos