ପୁରୀ(ଓଡ଼ିଶା ରିପୋର୍ଟର)ପ୍ରାକୃତିକ ବିପର୍ଯ୍ୟୟରେ ନଷ୍ଟ ହେଉଥିବା ସବୁଜିମା ଫେରାଇ ଆଣିବାକୁ ପ୍ରୟାସ । ଏଥିପାଇଁ ଅଣ୍ଟା ଭିଡିଛି ପୁରୀର ସ୍ୱେଚ୍ଛାସେବୀ ସଂଗଠନ ପ୍ରେରଣା । ଶ୍ରୀଜଗନ୍ନାଥଙ୍କଠାରୁ ଆଜ୍ଞାମାଳ ନେଇ ୨୦୩୫ ସୁଦ୍ଧା ଓଡିଶାକୁ ଗ୍ରୀନ କ୍ୟାପିଟାଲରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛି ଅନୁଷ୍ଠାନ। ଏହି ଅବସରରେ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରୁ ବାହାରିଛି ବିଶ୍ୱ ସବୁଜ ଯୁଦ୍ଧ ଯାତ୍ରା । ଏହି କାଯର୍ୟକ୍ରମରେ ରାଜନେତା, ଅଭିନେତା, ସମାଜସେବୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ତେବେ ଏଥିରେ ସାମିଲ ହୋଇଥିବା ପ୍ରତ୍ୟେକ ସ୍ୱେଚ୍ଛାସେବୀ ଗୋଟିଏ ଗୋଟିଏ ଗଛ ଲଗାଇ ତାର ଯତ୍ନ ନେବେ ଏବଂ ବିଶ୍ୱ ପ୍ରଦୂଷଣ ରୋକିବାରେ ସାମିଲ ହେବେ ବୋଲି ଶପଥ ନେଇଛନ୍ତି ।
https://youtu.be/ZVeuNcA5Dbc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।
Miscellaneous
କାଲି ଆସିବ ଡବଲ ଡେକର ବସ୍, ହେବ ଟ୍ରାଏଲ୍ ରନ୍
ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ।
Crime
ରାତିରେ ଭୋଜି ପାଇଁ ଘରୁ ଡାକିନେଲେ, ସକାଳୁ ପୋଖରୀରୁ ମିଳିଲା ମୃତଦେହ
ରାତିରେ ଭୋଜି ହେଉଛି କହି ଘରୁ ଡାକି ଆଣିଲେ। ମାତ୍ର ଆଉ ଘରକୁ ଫେରିଲେନି। ସକାଳୁ ପୋଖରୀରୁ ମିଳିଲା ମୃତଦେହ। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।