ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ(ଓଡ଼ିଶା ରିପୋର୍ଟର): ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏନେଇ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ଶ୍ରୀମନ୍ଦିରରୁ ରଥରେ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଗତକାଲି ସଂଧ୍ୟାରେ ଚତୁର୍ଦ୍ଧା ମୂର୍ତ୍ତି ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ଗୋଟି ପହଣ୍ଡିରେ ଝୁଲି ଝୁଲି ଜନ୍ମବେଦୀକୁ ଯାଇଥିଲେ ଶ୍ରୀଜିଉ। ପ୍ରଥମେ ରାମକୃଷ୍ଣ, ମଦନ ମୋହନ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରା ଓ ଶେଷରେ କାଳିଆ ସାଆନ୍ତ […]

6666mmmmmmmmmmmmm

6666mmmmmmmmmmmmm

Tapaswini Nayak
  • Published: Saturday, 06 July 2019
  • Updated: 06 July 2019, 09:33 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏନେଇ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି।

ଶ୍ରୀମନ୍ଦିରରୁ ରଥରେ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଗତକାଲି ସଂଧ୍ୟାରେ ଚତୁର୍ଦ୍ଧା ମୂର୍ତ୍ତି ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ଗୋଟି ପହଣ୍ଡିରେ ଝୁଲି ଝୁଲି ଜନ୍ମବେଦୀକୁ ଯାଇଥିଲେ ଶ୍ରୀଜିଉ।

ପ୍ରଥମେ ରାମକୃଷ୍ଣ, ମଦନ ମୋହନ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରା ଓ ଶେଷରେ କାଳିଆ ସାଆନ୍ତ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ।

ଆଜିଠାରୁ ଆଡ଼ପ ଅବଢ଼ା ମିଳିବ ବୋଲି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story