ଆଡପ ପହଣ୍ଡି ବେଳେ ଭକ୍ତ ରଥକୁ ଚଢିବା ଘଟଣାରେ ପ୍ରତିହାରୀ ସେବାୟତ ନିଲମ୍ୱିତ

ପୁରୀ: ତିନି ଠାକୁରଙ୍କ ଆଡପ ପହଣ୍ଡି ବେଳେ ଭକ୍ତ ରଥକୁ ଚଢିବାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିହାରୀ ସେବାୟତ ଆର୍ତ୍ତତ୍ରାଣ ପ୍ରତିହାରୀଙ୍କୁ ନିଲମ୍ୱିତ କରାଯାଇଛି । ଏହି ଘଟଣାରେ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ରଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି । ଶ୍ରୀମନ୍ଦିର ଆଇନ ଧାରା ୨୧(ବି) ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

puri

puri

Rakesh Mallick
  • Published: Wednesday, 22 July 2015
  • Updated: 22 July 2015, 05:04 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story