ଏଥର ବିନା ‘ଆଧାର ନମ୍ବର’ରେ ଧାନ ବିକି ପାରିବେନି ଚାଷୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ସରକାରଙ୍କୁ ଧାନ ବିକ୍ରି ପାଇଁ ଚାଷୀଙ୍କୁ ନିଜର ଆଧାର ନମ୍ବର ଦେବାକୁ ପଡ଼ିବ। ଧାନ କିଣା ପ୍ର୍ରକ୍ରିୟାରୁ ଦଲାଲ ଓ ବ୍ୟବସାୟୀ ମୁକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଚଳିତବର୍ଷ ୬୦ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିବାବେଳେ ୯ଟି ଜିଲ୍ଲାର ୧୫୦ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଧାନକିଣା ପ୍ରକ୍ରିୟାରେ ସାମିଲ କରାଯିବ। ଆଜି ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ […]

5gh

5gh

Tapas Behera
  • Published: Wednesday, 30 October 2019
  • Updated: 30 October 2019, 09:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ସରକାରଙ୍କୁ ଧାନ ବିକ୍ରି ପାଇଁ ଚାଷୀଙ୍କୁ ନିଜର ଆଧାର ନମ୍ବର ଦେବାକୁ ପଡ଼ିବ। ଧାନ କିଣା ପ୍ର୍ରକ୍ରିୟାରୁ ଦଲାଲ ଓ ବ୍ୟବସାୟୀ ମୁକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଚଳିତବର୍ଷ ୬୦ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିବାବେଳେ ୯ଟି ଜିଲ୍ଲାର ୧୫୦ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଧାନକିଣା ପ୍ରକ୍ରିୟାରେ ସାମିଲ କରାଯିବ। ଆଜି ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଧାନ କିଣା କମିଟି ବୈଠକରେ ଏସବୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଚଳିତବର୍ଷ ଧାନ ବିକ୍ରି କରିବା ପାଇଁ ପି-ପାସ୍ ବ୍ୟବସ୍ଥାରେ ପ୍ରାୟ ୧୨.୩୫ଲକ୍ଷ ଚାଷୀ ପଞ୍ଜିକୃତ ହୋଇଛନ୍ତି। ଚଳିତବର୍ଷ ଧାନ କିଣା ନଭେମ୍ବର ମାସଠୁ ଆରମ୍ଭ ହୋଇ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଚାଲିବ। ଧାନକିଣାରେ କ୍ଷୁଦ୍ର ,ନାମମାତ୍ର ଚାଷୀ ଓ ଭାଗଚାଷୀଙ୍କୁ ଅଧିକ ଗୁୁରୁତ୍ୱ ଦିଆଯିବ। ଚଳିତ ଖରିଫ ଋତୁରେ ୨୬୬୮ଟି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ) ଧାନକିଣା ପ୍ରକ୍ରିୟାରେ ସାମିଲ ହେବେ। ଧାନ କିଣାକୁ ସମ୍ପୂର୍ଣ୍ଣ ଭାବେ ଅନଲାଇନ୍ ପ୍ରକ୍ରିୟାରେ ସମ୍ପାଦନ କରାଯିବ।

କେବଳ ନିର୍ଭରଯୋଗ୍ୟ ଇଣ୍ଟରନେଟ୍ ବ୍ୟବସ୍ଥା ନଥିବା ୧୨୫ଟି ପ୍ୟାକ୍ସରେ ଅଫଲାଇନର ବ୍ୟବସ୍ଥା ରହିବ। ଧାନ କିଣାର ୪୮ଘଣ୍ଟା ମଧ୍ୟରେ ଧାନର ମୂଲ୍ୟ ସମ୍ପୃକ୍ତ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ। ଦକ୍ଷତା ଓ ଭିତ୍ତିଭୂମି ଆଧାରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଧାନ କିଣା ପ୍ରକ୍ରିୟାରେ ସାମିଲ କରିବାକୁ ମଧ୍ୟ ମୁଖ୍ୟ ସଚିବ ଶ୍ରୀ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଚଳିତବର୍ଷ ୯ଟି ଜିଲ୍ଲାର ପ୍ରାୟ ୧୫୦ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଏହି ପ୍ରକ୍ରିୟାରେ ସାମିଲ ପାଇଁ ନିଷ୍ପତ୍ତି ହୋଇଛି। ପୂର୍ବରୁ ଯୋଗାଣ ନିଗମର ହିସାବପତ୍ର ବାକି ରଖିଥିବା ମିଲରଙ୍କୁ ଚଳିତଋତୁରେ ଧାନ କିଣିବାକୁ ଅନୁମତି ମିଳିବ ନାହିଁ। ଧାନ କିଣା ପାଇଁ ୩୩୧୧ଟି ମଣ୍ଡି, ୨୫୯ଟି ଡିପୋ ଓ ୧୩୦୦ ମିଲରଙ୍କୁ ତାଲିକାଭୁକ୍ତ କରାଯାଇଥିବା ବୈଠକରୁ ଜଣାପଡ଼ିଛି। ଏହି ବୈଠକରେ ବିଭିନ୍ନ ବିଭାଗର ବିଭାଗୀୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story