ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପପୁଙ୍କୁ ୨୫ ପ୍ରଶ୍ନ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ସହଯୋଗୀ ପପୁଙ୍କ ସରିଲା ଲାଇ ଡିଟେକସନ୍‌ ଟେଷ୍ଟ। ଭୁବନେଶ୍ୱର ଫୋରେନସିକ୍ ଲ୍ୟାବରେ ସରିଲା ଟେଷ୍ଟ। ପପୁଙ୍କୁ ୨୫ରୁ ଊର୍ଦ୍ଧ୍ୱ ପ୍ରଶ୍ନ ପଚରା ଯାଇଥିବା ସୂଚନା ମିଳିଛି । ତେବେ ବିକାଶ ଓ ଦୀପୁଙ୍କ ଚାଲିଛି ଲାଇ ଡିଟେକ୍ସନ ଟେଷ୍ଟ। ଆଦିତ୍ୟ ଦାଶ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ଏହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଏହାର ଖିଅ ଖୋଜିବା […]

7hnm

7hnm

Tapas Behera
  • Published: Friday, 28 August 2020
  • Updated: 28 August 2020, 03:56 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ସହଯୋଗୀ ପପୁଙ୍କ ସରିଲା ଲାଇ ଡିଟେକସନ୍‌ ଟେଷ୍ଟ। ଭୁବନେଶ୍ୱର ଫୋରେନସିକ୍ ଲ୍ୟାବରେ ସରିଲା ଟେଷ୍ଟ। ପପୁଙ୍କୁ ୨୫ରୁ ଊର୍ଦ୍ଧ୍ୱ ପ୍ରଶ୍ନ ପଚରା ଯାଇଥିବା ସୂଚନା ମିଳିଛି । ତେବେ ବିକାଶ ଓ ଦୀପୁଙ୍କ ଚାଲିଛି ଲାଇ ଡିଟେକ୍ସନ ଟେଷ୍ଟ।

ଆଦିତ୍ୟ ଦାଶ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ଏହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଏହାର ଖିଅ ଖୋଜିବା ପାଇଁ କ୍ରାଇମ୍‌ବ୍ରାଞ୍ଚ ଗୁଡ଼ାଇ ତୁଡ଼ାଇ ଘଟଣାର ତଦନ୍ତ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀ  ପପୁ, ବିକାଶ, ଦୀପୁଙ୍କର ଏହି ଟେଷ୍ଟ ଆଜି  ଆରମ୍ଭ ହୋଇଛି।

ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।  ଅନ୍ୟପଟେ ଏହି ମାମଲାରେ ଆଦିତ୍ୟଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story