ଜେଇଙ୍କୁ ଉଠ୍‌ବସ୍‌ ଘଟଣାରେ ତାତିଲେ ଆଦିବାସୀ, ଦୁଇ ଦିନ ମହଲତ ଦେଲେ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ପାଟଣାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍‌ ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଜେଇଙ୍କୁ ଉଠ୍‌ବସ୍‌ କରାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବା ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ଆଜି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲା। ପରେ ବିଧାୟକଙ୍କ ଗିରଫ ଦାବି କରି ସଂଘ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲା। ଦୁଇ ଦିନ ମଧ୍ୟରେ […]

Adivasis-in-Bolangir-scuffle-with-police,-gherao-district-Collectorate-demanding-immediate-arrest-of-Patnagarh-BJD-MLA-Saroj-Meher

Manoranjan Sial
  • Published: Wednesday, 12 June 2019
  • Updated: 12 June 2019, 03:36 PM IST

Sports

Latest News

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ପାଟଣାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍‌ ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଜେଇଙ୍କୁ ଉଠ୍‌ବସ୍‌ କରାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବା ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ଆଜି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲା। ପରେ ବିଧାୟକଙ୍କ ଗିରଫ ଦାବି କରି ସଂଘ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲା। ଦୁଇ ଦିନ ମଧ୍ୟରେ ବିଧାୟକଙ୍କୁ ଗିରଫ କରିବାକୁ ସଂଘ ମହଲତ ଦେଇଛି। ଏହି ଦୁଇ ଦିନ ଭିତରେ ଗିରଫ ନକଲେ ଆନ୍ଦୋଳନକୁ ଜୋରଦାର କରିବ ବୋଲି ସଂଘ ଚେତାବନୀ ଦେଇଛି।

ବିଧାୟକ ସରୋଜ ମେହେରଙ୍କ ଗିରଫ ଦାବିରେ ଆଦିବାସୀମାନେ ପାରମ୍ପରିକ ଅସ୍ତ୍ର ଓ ବାଦ୍ୟ ବଜାଇ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ବେଳେ ପୁଲିସ୍‌ ସେମାନଙ୍କୁ ଅଟକାଇଥିଲା। ଏହି ସମୟରେ ପୁଲିସ୍‌ ଓ ଆଦିବାସୀଙ୍କ ମଧ୍ୟରେ ପ୍ରବଳ ଧସ୍ତାଧସ୍ତି ହୋଇଥିଲା।

ଅନ୍ୟପକ୍ଷରେ ବିଧାୟକଙ୍କ ଗିରଫ ଦାବିରେ ଜିଲ୍ଲା କନିଷ୍ଠ ଯନ୍ତ୍ରୀ ସଂଘ ପକ୍ଷରୁ କଲମଛାଡ଼ ଆନ୍ଦୋଳନ ଜାରି ରହିଛି। ଆଜି ଜିଲ୍ଲା ସଂଘର ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଯାଇଛନ୍ତି। ସେମାନେ ସେଠାରେ ରାଜ୍ୟ ସଂଘ ସହିତ ଆଲୋଚନା କରି ଆନ୍ଦୋଳନ କରି ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରିବେ।
ସୂଚନା ଅନୁଯାୟୀ, ବେଲପଡ଼ା ବ୍ଲକ୍ ଗମ୍ଭାରୀ ଗାଁରେ ଏକ ରାସ୍ତାକାମ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଏ ଅଭିଯୋଗ ପାଇବା ପରେ ବିଧାୟକ ସରୋଜ ମେହେର ନିଜେ ଉକ୍ତ ନିର୍ମାଣାଧୀନ ପିଚୁ ରାସ୍ତାର କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ। ରାସ୍ତାକାମ ତଦାରଖ କରିବା ପରେ ବିଧାୟକ ସଙ୍ଗେ ସଙ୍ଗେ ଆକ୍ସନ୍ ମୋଡ୍କୁ ଚାଲି ଯାଇଥିଲେ। ସର୍ବସମ୍ମୁଖରେ ସେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ୫ ମିନିଟ ମଧ୍ୟରେ ଶହେ ଥର ଉଠ୍‌ବସ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ଉଠ୍‌ବସ ନ ହେଲେ ଲୋକେ ମାଡ଼ମାରିବେ ବୋଲି ସେ କହୁଥିବା ଭିଡିଓରେ ଶୁଣିବାକୁ ମିଳିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story