ଗଜପତି ଅତିରିକ୍ତ ଜିଲ୍ଲାପାଳଙ୍କ ପରଲୋକ

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କରୁଣାକର ରାଇକାଙ୍କର ଆଜି ପରଲୋକ ହୋଇଯାଇଛି। ସେ ଜିଲ୍ଲା କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱରେ ଥିଲେ। ଆଜି ଭୋରରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତ ମାର୍ଚ୍ଚରେ କରୁଣାକର ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତେବେ ତାଙ୍କ ମୃତ୍ୟୁ କିପରି ହେଲା, ସେ କରୋନାରେ ଆକ୍ରାନ୍ତ […]

gajapati

gajapati

Niharika Rout
  • Published: Tuesday, 21 July 2020
  • Updated: 21 July 2020, 07:21 PM IST

Sports

Latest News

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କରୁଣାକର ରାଇକାଙ୍କର ଆଜି ପରଲୋକ ହୋଇଯାଇଛି। ସେ ଜିଲ୍ଲା କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱରେ ଥିଲେ। ଆଜି ଭୋରରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ମାର୍ଚ୍ଚରେ କରୁଣାକର ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତେବେ ତାଙ୍କ ମୃତ୍ୟୁ କିପରି ହେଲା, ସେ କରୋନାରେ ଆକ୍ରାନ୍ତ ଥିଲେ କି ନାହିଁ ସେ ସମ୍ପର୍କରେ ପ୍ରଶାସନ ପକ୍ଷରୁ କିଛି ସୂଚନା ଦିଆଯାଇ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story