ଯୁକ୍ତ ୨ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ୪ ଦିନ ବଢ଼ାଯାଇଛି । ୨୧ରୁ ଆରମ୍ଭ ହୋଇଥିବା ନାମଲେଖା ପ୍ରକ୍ରିୟା ୨୬ ବଦଳରେ ୩୦ ତାରିଖକୁ ବଢାଇ ଦିଆଯାଇଛି । CBSE ଓ ICSE ପିଲାଙ୍କ ଡିଜିଲକର ସାର୍ଟିଫିକେଟ୍ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାସେ ଭିତରେ ଅରିଜିନାଲ ଦେବାକୁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଡମିଶନ୍ ବେଳେ କୋଭିଡ୍ କଟକଣା ପାଳନ ପାଇଁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ […]

Students

Students

Niharika Rout
  • Published: Tuesday, 22 September 2020
  • Updated: 22 September 2020, 02:32 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ୪ ଦିନ ବଢ଼ାଯାଇଛି । ୨୧ରୁ ଆରମ୍ଭ ହୋଇଥିବା ନାମଲେଖା ପ୍ରକ୍ରିୟା ୨୬ ବଦଳରେ ୩୦ ତାରିଖକୁ ବଢାଇ ଦିଆଯାଇଛି । CBSE ଓ ICSE ପିଲାଙ୍କ ଡିଜିଲକର ସାର୍ଟିଫିକେଟ୍ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ମାସେ ଭିତରେ ଅରିଜିନାଲ ଦେବାକୁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଡମିଶନ୍ ବେଳେ କୋଭିଡ୍ କଟକଣା ପାଳନ ପାଇଁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ ନିର୍ଦ୍ଦେଶନାମା ଜାରି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ।

ସୂଚନାଯୋଗ୍ୟ,  ଗତ ୨୧ ତାରିଖରୁ ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ଆରମ୍ଭ   ହୋଇଥିଲା। ପ୍ରଥମ କଟ୍ ଅଫ୍ ମାର୍କ ପାଇଁ ହାୟର ସେକେଣ୍ଡାରୀ ସ୍କୁଲଗୁଡ଼ିକରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏବେ ଏହାର ସମୟ ଅବଧିକୁ ବଢ଼ାଇ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story