ଭୁବନେଶ୍ୱର: ଛାତ୍ରଛାତ୍ରୀ ଆଡ୍ ମିଶନ ଲାଗି ଆଗ୍ରହ ପ୍ରକାଶ ନକରିବାରୁ ବନ୍ଦ ହେଲା ରାଜ୍ୟର ଏକ ଘରୋଇ ଇଂଜିନିୟରିଂ କଲେଜ। କଲେଜ ବନ୍ଦ ଲାଗି କର୍ତ୍ତୃପକ୍ଷଙ୍କ ଆବେଦନକୁ ରାଜ୍ୟ ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ଗ୍ରହଣ କରିବା ସହ ଏଆଇସିଟିକୁ ଅବଗତ କରାଇଛି। କେବଳ ଏହି କଲେଜ ନୁହେଁ । ଅନ୍ୟ ୨୧ଟି ଘରୋଇ ଇଞ୍ଜିନିୟରିଂ କଲେଜ ମଧ୍ୟ ସମାନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଛାତ୍ରଛାତ୍ରୀ ଅଭାବରୁ ଏମାନେ ନିଜ ନିଜର ବିଭିନ୍ନ ଟ୍ରେଡ୍ ବନ୍ଦ କରିବା କିମ୍ୱା ସିଟ୍ ସଂଖ୍ୟା ହ୍ରାସ ଲାଗି ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ନିକଟରେ ଆବେଦନ କରିଛନ୍ତି । ଏହି ଆବେଦନ ସଂପର୍କରେ ଏଆଇସିଟିଇକୁ ମଧ୍ୟ ଜଣାଇ ଦିଆଯାଇଛି। ଫଳରେ ଚଳିତବର୍ଷ ବି-ଟେକ ରେ ମୋଟ ୧୧୭୦, ଏମଟେକ୍ ରେ ୭୨ ଏବଂ ଏମବିଏ ଏବଂ ଏମସିଏରେ ପ୍ରାୟ ୨୫୦ଟି ସିଟ୍ ରେ ଆଡମିଶନ ହେବ ନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।