ମାଇକ୍ରୋ ବାୟୋଲୋଜିଷ୍ଟ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ବିଜ୍ଞାପନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡ-୧୯ DPHL ଓ ସ୍ୱାବ୍ ନମୁନା ସଂଗ୍ରହ ପାଇଁ ବିଜ୍ଞାପନ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ମାଇକ୍ରୋ ବାୟୋଲୋଜିଷ୍ଟ ନିଯୁକ୍ତି ପାଇଁ ଅସ୍ଥାୟୀ ଭାବେ ସ୍ୱଳ୍ପ ମିଆଦ ଭିତ୍ତିରେ ଉଭୟ ମେଡିକୋ ଓ ନନ୍ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋ ମାଇକ୍ରୋ ବାଓଲୋଜିଷ୍ଟଙ୍କୁ ପ୍ରତିଦିନ ୫ ହଜାର ଏବଂ ନନ୍-ମେଡିକୋ ମାଇକ୍ରୋ ବାୟୋଲୋଜିଷ୍ଟଙ୍କୁ ପ୍ରତିଦିନ ୨୫୦୦ ଟଙ୍କା ଲେଖାଏ ମିଳିବ। ପ୍ରାର୍ଥୀଙ୍କୁ ଜୁନ୍ ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ […]

Microbiologist-100

Tapaswini Nayak
  • Published: Saturday, 28 March 2020
  • , Updated: 28 March 2020, 02:45 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡ-୧୯ DPHL ଓ ସ୍ୱାବ୍ ନମୁନା ସଂଗ୍ରହ ପାଇଁ ବିଜ୍ଞାପନ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ମାଇକ୍ରୋ ବାୟୋଲୋଜିଷ୍ଟ ନିଯୁକ୍ତି ପାଇଁ ଅସ୍ଥାୟୀ ଭାବେ ସ୍ୱଳ୍ପ ମିଆଦ ଭିତ୍ତିରେ ଉଭୟ ମେଡିକୋ ଓ ନନ୍ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋ ମାଇକ୍ରୋ ବାଓଲୋଜିଷ୍ଟଙ୍କୁ ପ୍ରତିଦିନ ୫ ହଜାର ଏବଂ ନନ୍-ମେଡିକୋ ମାଇକ୍ରୋ ବାୟୋଲୋଜିଷ୍ଟଙ୍କୁ ପ୍ରତିଦିନ ୨୫୦୦ ଟଙ୍କା ଲେଖାଏ ମିଳିବ।
ପ୍ରାର୍ଥୀଙ୍କୁ ଜୁନ୍ ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ । ଏଥିପାଇଁ ଇଚ୍ଛୁକ ପ୍ରାର୍ଥୀ CDM & PHO ନିର୍ଦ୍ଦେଶକଙ୍କୁ ଦେଖା କରିବାକୁ ବିଜ୍ଞାପନରେ ସ୍ପଷ୍ଟ ଭାବେ ଲେଖାଯାଇଛି।

Related story