କରୋନା ଆତଙ୍କ: ଖୋଲିଲା ସ୍ୱତନ୍ତ୍ର ଓ୍ୱାର୍ଡ, ଆଡଭାଇଜରି ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଭାଇରସକୁ ନେଇ ସମଗ୍ର ବିଶ୍ୱବାସୀ ଏବେ ଆତଙ୍କିତ ଅଛନ୍ତି।  ଏହି ଭୂତାଣୁ ସଂକ୍ରମଣରେ ଚୀନ୍‌ରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି ।  ଏବେ ଏହା ବିଶ୍ୱର ୧୫ଟି ଦେଶକୁ ବ୍ୟାପିଥିବା ବେଳେ ୨ ହଜାରରୁ ଅଧିକ ଲୋକ ସଂକ୍ରମିତ ହେଲେଣି। ଏହାକୁ ନେଇ କିପରି ସତର୍କତା ଅବଲମ୍ବନ କରାଯିବ ସେ ନେଇ ଭାରତ ସରକାରଙ୍କ ସମେତ ରାଜ୍ୟ ସରକାରମାନେ ମଧ୍ୟ ତତ୍ପରତା ପ୍ରକାଶ କରିଛନ୍ତି । ଏହି ଭୂତାଣୁଜନିତ ରୋଗର ମୁକାବିଲା ନିମନ୍ତେ […]

corona

corona

Niharika Rout
  • Published: Monday, 27 January 2020
  • Updated: 27 January 2020, 10:11 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଭାଇରସକୁ ନେଇ ସମଗ୍ର ବିଶ୍ୱବାସୀ ଏବେ ଆତଙ୍କିତ ଅଛନ୍ତି।  ଏହି ଭୂତାଣୁ ସଂକ୍ରମଣରେ ଚୀନ୍‌ରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି ।  ଏବେ ଏହା ବିଶ୍ୱର ୧୫ଟି ଦେଶକୁ ବ୍ୟାପିଥିବା ବେଳେ ୨ ହଜାରରୁ ଅଧିକ ଲୋକ ସଂକ୍ରମିତ ହେଲେଣି। ଏହାକୁ ନେଇ କିପରି ସତର୍କତା ଅବଲମ୍ବନ କରାଯିବ ସେ ନେଇ ଭାରତ ସରକାରଙ୍କ ସମେତ ରାଜ୍ୟ ସରକାରମାନେ ମଧ୍ୟ ତତ୍ପରତା ପ୍ରକାଶ କରିଛନ୍ତି ।

ଏହି ଭୂତାଣୁଜନିତ ରୋଗର ମୁକାବିଲା ନିମନ୍ତେ ରାଜ୍ୟର ବଡ଼ ମେଡିକାଲ୍‌ଗୁଡ଼ିକରେ ଖୋଲିଛି ସ୍ୱତନ୍ତ୍ର ଓ୍ୱାର୍ଡ। ଏହାସହ ଏୟାରପୋର୍ଟ, ଷ୍ଟେସନ ଓ ପୋର୍ଟରେ ଯାତ୍ରୀଙ୍କ ଉପରେ ସତର୍କ ନଜର ରଖିବାକୁ ଜାରି ହୋଇଛି ଆଡଭାଇଜରି । ଝାରସୁଗୁଡ଼ା ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ମଧ୍ୟ ନୋଟିସ ଜାରି ହୋଇଛି  । ବିମାନବନ୍ଦରରେ ସନ୍ଦିଗ୍ଧଙ୍କୁ ଚିହ୍ନଟ ଓ ପରୀକ୍ଷା ବ୍ୟବସ୍ଥା କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ  ଝାରସୁଗୁଡ଼ା ହସ୍ପିଟାଲ୍‌ରେ  ସ୍ୱତନ୍ତ୍ର ବ୍ୟବସ୍ଥା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ରେଳ ବିଭାଗକୁ ମଧ୍ୟ ଏନେଇ ନିର୍ଦ୍ଦେଶ ରହିଛି । ଏପଟେ କରୋନା ଭାଇରସକୁ ନେଇ ସାଧାରଣ ଲୋକେ ଏକପ୍ରକାର ଭୟଭୀତ ହୋଇପଡିଛନ୍ତି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story