ଜଗନ୍ନାଥଙ୍କ ଗୋଟିଏ ଆଖି ପ୍ରଦର୍ଶନକୁ ବିରୋଧ; ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇନଭେଷ୍ଟ ଓଡ଼ିଶା ଲୋଗୋରେ ଜଗନ୍ନାଥଙ୍କ ଗୋଟିଏ ଆଖି ପ୍ରଦର୍ଶନ ବିରୋଧରେ ଦାୟର ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିଛନ୍ତି। ଆବେଦନକାରୀ ଆଇନଜୀବୀ ଦେବେନ ସତ୍ୟଦର୍ଶୀ ନନ୍ଦଙ୍କ ଆବେଦନକୁ ଗ୍ରହଣ କରି ରାଜ୍ୟ ମୁଖ୍ୟ ଶାସନ ସଚିବ, ଶିଳ୍ପ ସଚିବ ଓ ଇପିକଲ ସିଏମଡିଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି। ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ଉଦ୍ୟୋଗୀଙ୍କୁ ଆକର୍ଷିତ କରିବା ପାଇଁ ଇନଭେଷ୍ଟ ଓଡ଼ିଶା ଇନିସିଏଟିଭ୍ ଆରମ୍ଭ ହୋଇଛି। ଏହାର ୱେବସାଇଟରେ ଜଗନ୍ନାଥଙ୍କର […]

High-Court

High-Court

Rakesh Mallick
  • Published: Wednesday, 09 May 2018
  • Updated: 09 May 2018, 08:28 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇନଭେଷ୍ଟ ଓଡ଼ିଶା ଲୋଗୋରେ ଜଗନ୍ନାଥଙ୍କ ଗୋଟିଏ ଆଖି ପ୍ରଦର୍ଶନ ବିରୋଧରେ ଦାୟର ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିଛନ୍ତି। ଆବେଦନକାରୀ ଆଇନଜୀବୀ ଦେବେନ ସତ୍ୟଦର୍ଶୀ ନନ୍ଦଙ୍କ ଆବେଦନକୁ ଗ୍ରହଣ କରି ରାଜ୍ୟ ମୁଖ୍ୟ ଶାସନ ସଚିବ, ଶିଳ୍ପ ସଚିବ ଓ ଇପିକଲ ସିଏମଡିଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି।

ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ଉଦ୍ୟୋଗୀଙ୍କୁ ଆକର୍ଷିତ କରିବା ପାଇଁ ଇନଭେଷ୍ଟ ଓଡ଼ିଶା ଇନିସିଏଟିଭ୍ ଆରମ୍ଭ ହୋଇଛି। ଏହାର ୱେବସାଇଟରେ ଜଗନ୍ନାଥଙ୍କର ଗୋଟିଏ ଆଖି ପ୍ରଦର୍ଶିତ କରାଯାଇଛି। ଯାହାକି ଜଗନ୍ନାଥ ସଂସ୍କୃତିର ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ଅଭିଯୋଗ କରିଛନ୍ତି। ଏହା ଧାର୍ମିକ ଭାବନାକୁ ଆଘାତ କରୁଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos