ଲେଉଟିଲା ତାତି, ଝାରସୁଗୁଡ଼ା ଉତ୍ତପ୍ତ ସହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନେ ବ୍ୟବଧାନରେ ପରେ ପୁଣି ଲେଉଟିଛି ତାତି। କାଲି ରାଜ୍ୟର ୩ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ୧୧ ସହର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ତେବେ ଆଜି ସର୍ବାଧିକ ଉତ୍ତପ୍ତ ସହର ରହିଛି ଝାରସୁଗୁଡ଼ା। ଏଠାରେ ୪୫.୨ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁର ତାପମାତ୍ରା ୪୩.୨ ଡିଗ୍ରୀ, ହୀରାକୁଦରେ ୪୨.୯ ଡିଗ୍ରୀ, ଟିଟିଲାଗଡ଼ରେ ୪୨.୨ ଡିଗ୍ରୀ, ଅନୁଗୋଳରେ ୪୨.୧ ଡିଗ୍ରୀ, ସୋନପୁରରେ ୪୧.୨ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧ […]

heatnnnnmmmmmmmmmmmmmmmmmmmmmmm

heatnnnnmmmmmmmmmmmmmmmmmmmmmmm

Manoranjan Sial
  • Published: Wednesday, 05 June 2019
  • Updated: 05 June 2019, 06:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନେ ବ୍ୟବଧାନରେ ପରେ ପୁଣି ଲେଉଟିଛି ତାତି। କାଲି ରାଜ୍ୟର ୩ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ୧୧ ସହର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ତେବେ ଆଜି ସର୍ବାଧିକ ଉତ୍ତପ୍ତ ସହର ରହିଛି ଝାରସୁଗୁଡ଼ା। ଏଠାରେ ୪୫.୨ ଡିଗ୍ରୀ ରହିଛି।

ସେହିପରି ସମ୍ବଲପୁର ତାପମାତ୍ରା ୪୩.୨ ଡିଗ୍ରୀ, ହୀରାକୁଦରେ ୪୨.୯ ଡିଗ୍ରୀ, ଟିଟିଲାଗଡ଼ରେ ୪୨.୨ ଡିଗ୍ରୀ, ଅନୁଗୋଳରେ ୪୨.୧ ଡିଗ୍ରୀ, ସୋନପୁରରେ ୪୧.୨ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧ ଡିଗ୍ରୀ, ମାଲକାନଗିରିରେ  ୪୦.୬ ଡିଗ୍ରୀ, ଭବାନୀପାଟଣା ଓ ବଲାଙ୍ଗିରରେ ୪୦ ଡିଗ୍ରୀ, ଫୁଲବାଣୀରେ ୪୦ ଡିଗ୍ରୀ, ଭୁବନେଶ୍ୱରରେ ୩୭.୨ ଡିଗ୍ରୀ ଏବଂ କଟକର ତାପମାତ୍ରା ୩୬.୫ ଡିଗ୍ରୀ ରହିଛି।

ଅନ୍ୟପକ୍ଷରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି। ତେଣୁ ରଜ ପରେ ଓଡ଼ିଶାରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ଏପରିସ୍ଥିତିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story