ବିଜେପୁରବାସୀଙ୍କୁ ଦେଇଥିବା ସବୁ ପ୍ରତିଶ୍ରୁତି ପୂରଣ କରିବି: ରୀତା

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୪୧,୯୩୩ ଭୋଟ୍‌ରେ ପରାସ୍ତ କରିଛନ୍ତି। ବିଜୟ ପରେ ରୀତା ବିଜେପୁରବାସୀ ଓ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ବିଜେପୁରବାସୀଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଛନ୍ତି ତାକୁ ସେ ପୂରଣ କରିବେ ବୋଲି କହିଛନ୍ତି।

ବିଜୟ ପରେ ଅଧିକ କ’ଣ କହୁଛନ୍ତି ରୀତା ଦେଖନ୍ତୁ ଭିଡିଓ।