କଟକ (ଓଡ଼ିଶା ରିପୋର୍ଟର): ମାଆ ଦୁର୍ଗାଙ୍କ ମୂର୍ତ୍ତି ତଥ୍ୟ ଦେବେ ଏଜି। ହାଇକୋର୍ଟରେ କଟକ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ବେଳେ ମୂର୍ତ୍ତି ଉଚ୍ଚତା ଅନୁଧ୍ୟାନ କରି ରିପୋର୍ଟ ଦେବାକୁ AGଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
ସମସ୍ତ ମୂର୍ତ୍ତିର ସୁରକ୍ଷା କାଏମ ରଖିବାକୁ ମଧ୍ୟ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ୯ଟି ମୂର୍ତ୍ତିର ଉଚ୍ଚତା ଅଧତ୍କ ଥିବା ପୁଲିସ କମିଶନର ରିପୋର୍ଟରେ ଦର୍ଶାଇଥିଲେ। ଏହି ମାମଲାର ଶୁଣାଣି ଆସନ୍ତା ସୋମବାର କରିବାକୁ ଦିନ ଧାର୍ଯ୍ୟ କରାଯାଇଛି।
ଏ ନେଇ ଆବେଦନକାରୀଙ୍କ ଓକିଲ୍ ବିଭୂତି ଭୂଷଣ ଚୌଧୁରୀ କହିଛନ୍ତି, ଆଜି କୋର୍ଟ ସମସ୍ତ ପକ୍ଷକୁ ଗୁରୁତର ସହ ଶୁଣିଛନ୍ତି। ଏହାସହ ୯ଟି ମୂର୍ତ୍ତିର ଷ୍ଟାଟସ୍ କ'ଣ ରହିଛି, ତା'ର ରିପୋର୍ଟ ସୋମବାର ହାଇକୋର୍ଟରେ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଦାଖଲ ହେବା ପରେ ହାଇକୋର୍ଟ ଏହା ଉପରେ ଏହି ଦିନ ଶୁଣାଣି କରିବେ ବୋଲି ବିଭୂତି ଭୂଷଣ ଚୌଧୁରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।