ସୁନ୍ଦରଗଡ଼ରେ ୫ ପଜିଟିଭ୍‌, ସମସ୍ତେ ମହାରାଷ୍ଟ୍ର ଫେରନ୍ତା

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୫ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୨ ପୁରୁଷ ଓ ୩ ମହିଳା ଅଛନ୍ତି। ସମସ୍ତେ ମହାରାଷ୍ଟ୍ରରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ରକ୍ତ ଓ ସ୍ୱାବ୍‌ ଚେଷ୍ଟ ପରେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ପରେ ସମସ୍ତଙ୍କୁ ରାଉରକେଲା କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲାରେ ୨୮ ‘କରୋନା’ […]

corona-in-odisha

corona-in-odisha

Manoranjan Sial
  • Published: Friday, 22 May 2020
  • Updated: 22 May 2020, 09:40 PM IST

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୫ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୨ ପୁରୁଷ ଓ ୩ ମହିଳା ଅଛନ୍ତି। ସମସ୍ତେ ମହାରାଷ୍ଟ୍ରରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ରକ୍ତ ଓ ସ୍ୱାବ୍‌ ଚେଷ୍ଟ ପରେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ପରେ ସମସ୍ତଙ୍କୁ ରାଉରକେଲା କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲାରେ ୨୮ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ୫ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩ରେ ପହଞ୍ଚିଛି। ସେମାନଙ୍କ ଭିତରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦ ଜଣ ରାଉରକେଲା କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

‘କରୋନା’କୁ ନେଇ ରାଜ୍ୟ ହିସାବକୁ ଦେଖିଲେ ଆଜି ସୁଦ୍ଧା ୧୧୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୭ ଜଣଙ୍କ ସେଥିରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୩୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୭୫୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ ବିଭିନ୍ନ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story