ଆନ୍ଦୋଳନରୁ ଓହରିଲା ଆଦିବାସୀ କଲ୍ୟାଣ ସଂଘ

ବଲାଙ୍ଗିର:ବଲାଙ୍ଗିରରେ ଆନ୍ଦୋଳନରୁ ଓହରିଲା ଆଦିବାସୀ କଲ୍ୟାଣ ସଂଘ। ୧୦ ଦଫା ଦାବି ନେଇ ଆଜି ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ଏହା ପୂର୍ବରୁ ଜିଲ୍ଲା ଓ ପୋଲିସ ପ୍ରଶାସନ ମିଳିତ ଭାବରେ ଆଲୋଚନା ପାଇଁ ପ୍ରତିଶ୍ରୁତି ଦେବା ପରେ ସଂଘ ଆନ୍ଦୋଳନରୁ ଓହରିଥିଲା। ପରେ ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ କର୍ମକର୍ତ୍ତା, ଜିଲ୍ଲା ଓ ପୋଲିସ ପ୍ରଶାସନ ମିଳିତ ଆଲୋଚନା ହୋଇଥିଲା। ଜିଲ୍ଲାର […]

adibasi

adibasi

Rakesh Mallick
  • Published: Saturday, 08 April 2017
  • Updated: 08 April 2017, 09:22 PM IST

Sports

Latest News

ବଲାଙ୍ଗିର:ବଲାଙ୍ଗିରରେ ଆନ୍ଦୋଳନରୁ ଓହରିଲା ଆଦିବାସୀ କଲ୍ୟାଣ ସଂଘ। ୧୦ ଦଫା ଦାବି ନେଇ ଆଜି ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ଏହା ପୂର୍ବରୁ ଜିଲ୍ଲା ଓ ପୋଲିସ ପ୍ରଶାସନ ମିଳିତ ଭାବରେ ଆଲୋଚନା ପାଇଁ ପ୍ରତିଶ୍ରୁତି ଦେବା ପରେ ସଂଘ ଆନ୍ଦୋଳନରୁ ଓହରିଥିଲା।

ପରେ ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ କର୍ମକର୍ତ୍ତା, ଜିଲ୍ଲା ଓ ପୋଲିସ ପ୍ରଶାସନ ମିଳିତ ଆଲୋଚନା ହୋଇଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଦିବାସୀମାନେ ଆଣିଥିବା ଅଭିଯୋଗ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ, ନକଲି ଆଦିବାସୀଙ୍କ ବିରୋଧରେ ପଦେକ୍ଷପ, ଜଙ୍ଗଲଯାତ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଭଳି ୧୦ ଦଫା ଦାବି ପୂରଣ କରିବାକୁ  ସଂଘ ଦାବି କରିଛି। ସେପଟେ ସମସ୍ତ ଦାବି ଉପରେ ବିଚାର କରାଯାଇ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ଓ ଏସପି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story