ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୧୧ଟା ବେଳେ ବାଲେଶ୍ୱର ସ୍ଥିତ ଡକ୍ଟର ଏପିଜେ ଅବଦୁଲ କାଲାମ ଦୀପରେ ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଅଗ୍ନି ପ୍ରାଇମ୍‌ ହେଉଛି ଅଗ୍ନି ସିରିଜର ଏକ ଆଧୁନିକ କ୍ଷେପଣାସ୍ତ୍ର। ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଏହି କ୍ଷେପଣାସ୍ତ୍ର ୧୦୦୦ରୁ ୨୦୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିପାରିବ। ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରକୁ ଆଜି ଦ୍ୱିତୀୟ ଥର ପାଇଁ ସଫଳ ପରୀକ୍ଷଣ […]

Agni P Missile

Agni P Missile

Manoranjan Sial
  • Published: Saturday, 18 December 2021
  • Updated: 18 December 2021, 06:05 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୧୧ଟା ବେଳେ ବାଲେଶ୍ୱର ସ୍ଥିତ ଡକ୍ଟର ଏପିଜେ ଅବଦୁଲ କାଲାମ ଦୀପରେ ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଅଗ୍ନି ପ୍ରାଇମ୍‌ ହେଉଛି ଅଗ୍ନି ସିରିଜର ଏକ ଆଧୁନିକ କ୍ଷେପଣାସ୍ତ୍ର।

ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଏହି କ୍ଷେପଣାସ୍ତ୍ର ୧୦୦୦ରୁ ୨୦୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିପାରିବ। ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରକୁ ଆଜି ଦ୍ୱିତୀୟ ଥର ପାଇଁ ସଫଳ ପରୀକ୍ଷଣ କରାଯାଇଛି। ଏହା ପୂର୍ବରୁ ଅର୍ଥାତ ଜୁନ୍‌ ୨୮ ତାରିଖରେ ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଥିଲା। ଏହି କ୍ଷେପଣାସ୍ତ୍ରକୁ ଡିଆରଡିଓ ଦ୍ୱାରା ବିକଶିତ କରାଯାଇଛି। ଏଏନ୍‌ଆଇର ରିପୋର୍ଟ ଅନୁସାରେ ପରମାଣୁ କ୍ଷମତା ସମ୍ପନ୍ନ ଏହି କ୍ଷେପଣାସ୍ତ୍ରରେ ଏବେ ବହୁ ନୂଆ ଜ୍ଞାନକୌଶଳ ପ୍ରୟୋଗ କରାଯାଇଛି। ଏଥିରେ  ଏହାକୁ ଟ୍ରେନ୍‌ କିମ୍ବା କଣ୍ଟେନରରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇପାରିବ।

ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ ପରେ ଡିଆର୍‌ଡିଓକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ।

https://twitter.com/rajnathsingh/status/1472128327733317632?s=20

ଅତୀତରେ ଓଡ଼ିଶାର ଚାନ୍ଦିପୁରରୁ ବ୍ରହ୍ମୋସ ସୁପରସୋନିକ କ୍ରୁଜ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏହା ପୂର୍ବରୁ ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ଆଣ୍ଟି ସିପ୍‌ ସଫଳତାର ସହ ପରୀକ୍ଷଣ କରାଯାଇଥିଲା।

https://twitter.com/DRDO_India/status/1472109557333725184?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story