ଓଲଟି ପଡ଼ିଲା ବୋଲେରୋ; ଚାଲିଗଲେ ଜିଲ୍ଲା କୃଷି ଉପ-ନିର୍ଦ୍ଦେଶକ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବା ପରେ ଓଲଟି ପଡ଼ିଥିଲା। ଏଥିରେ ବୌଦ୍ଧ ଜିଲ୍ଲା କୃଷି ଉପ-ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋରଞ୍ଜନ ମଲ୍ଲିକ। ଏହି ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ଗାଡ଼ି ଚାଳକ ହରିଶଙ୍କର ପାଢ଼ି ଓ ପିଅନ ଚକ୍ରଧର ପାତ୍ର । ସେମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏମାନେ ଗତକାଲି ଭୁବନେଶ୍ୱରରୁ ଫେରୁଥିବା ବେଳେ ରାତି […]

accident

accident

Jitendra Garnayak
  • Published: Thursday, 24 January 2019
  • Updated: 24 January 2019, 09:00 AM IST

Sports

Latest News

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବା ପରେ ଓଲଟି ପଡ଼ିଥିଲା। ଏଥିରେ ବୌଦ୍ଧ ଜିଲ୍ଲା କୃଷି ଉପ-ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋରଞ୍ଜନ ମଲ୍ଲିକ।

ଏହି ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ଗାଡ଼ି ଚାଳକ ହରିଶଙ୍କର ପାଢ଼ି ଓ ପିଅନ ଚକ୍ରଧର ପାତ୍ର । ସେମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଏମାନେ ଗତକାଲି ଭୁବନେଶ୍ୱରରୁ ଫେରୁଥିବା ବେଳେ ରାତି ପ୍ରାୟ ୨ଟା ବେଳେ ବୌଦ୍ଧ ଜିଲ୍ଲାର ରାଧାନଗର ଛକ ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story