ବଡ଼ ଅଘଟଣରୁ ବର୍ତ୍ତିଗଲା ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍

ସମ୍ବଲପୁର(ସଞ୍ଜୟ ଜେନା): ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛି ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍। ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁରର ମାନେଶ୍ୱର ଓ ସିଟି ଷ୍ଟେସନ୍ ମଧ୍ୟରେ ଟ୍ରେନ୍‌ର ବ୍ରେକ୍‌ରେ ନିଆଁ ଲାଗି ଯାଇଥିଲା। ଏହା ଜଣାପଡ଼ିବା ପରେ ଡ୍ରାଇଭର ଟ୍ରେନ୍‌ଟି ଆଉ ଆଗକୁ ନେଇ ନଥିଲେ। ତା’ସହିତ ରେଲୱେ ସୁରକ୍ଷା ବାହିନୀଙ୍କୁ ଖବର ଦେଇଥିଲେ। ରେଲୱେ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ଟ୍ରେନ୍‌ଟି ପୁରୀ ଅଭିମୁଖେ ଯାତ୍ରା କରିଥିଲା। ଠିକଣା ସମୟରେ […]

puri.o00

puri.o00

Tapaswini Nayak
  • Published: Sunday, 01 September 2019
  • Updated: 01 September 2019, 11:37 AM IST

Sports

Latest News

ସମ୍ବଲପୁର(ସଞ୍ଜୟ ଜେନା): ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛି ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍। ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁରର ମାନେଶ୍ୱର ଓ ସିଟି ଷ୍ଟେସନ୍ ମଧ୍ୟରେ ଟ୍ରେନ୍‌ର ବ୍ରେକ୍‌ରେ ନିଆଁ ଲାଗି ଯାଇଥିଲା। ଏହା ଜଣାପଡ଼ିବା ପରେ ଡ୍ରାଇଭର ଟ୍ରେନ୍‌ଟି ଆଉ ଆଗକୁ ନେଇ ନଥିଲେ। ତା’ସହିତ ରେଲୱେ ସୁରକ୍ଷା ବାହିନୀଙ୍କୁ ଖବର ଦେଇଥିଲେ। ରେଲୱେ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ଟ୍ରେନ୍‌ଟି ପୁରୀ ଅଭିମୁଖେ ଯାତ୍ରା କରିଥିଲା।

ଠିକଣା ସମୟରେ ଅଘଟଣକୁ ରୋକାଯାଇଥିଲେ ମଧ୍ୟ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି ରେଳ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story