ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ୍‌ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର ବିମାନରେ ରାହୁଲ ଆସି ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଥିଲେ। କଂଗ୍ରେସର ଅଧ୍ୟକ୍ଷ ଭାର ଗ୍ରହଣ କରିବା ପରେ ରାହୁଲ ପ୍ରଥମ ଥର ଓଡ଼ିଶା ଆସିଛନ୍ତି। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଚିରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ଜୟଦେବ ଜେନା, ସାଂସଦ ରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା […]

rahul

rahul

Rakesh Mallick
  • Published: Friday, 25 January 2019
  • Updated: 25 January 2019, 11:57 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ୍‌ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର ବିମାନରେ ରାହୁଲ ଆସି ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଥିଲେ। କଂଗ୍ରେସର ଅଧ୍ୟକ୍ଷ ଭାର ଗ୍ରହଣ କରିବା ପରେ ରାହୁଲ ପ୍ରଥମ ଥର ଓଡ଼ିଶା ଆସିଛନ୍ତି।

ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଚିରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ଜୟଦେବ ଜେନା, ସାଂସଦ ରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ପ୍ରଦୀପ ମାଝୀ, ପ୍ରସାଦ ହରିଚନ୍ଦନ, ଶରତ ରାଉତ ପ୍ରମୁଖ  ବିମାନବନ୍ଦରରେ ରାହୁଲଙ୍କୁ ସ୍ୱାଗତ ଜଣାଇଥିଲେ।

ରାହୁଲ ପ୍ରଥମେ ହୋଟେଲ୍ ମେଫେୟାର ଯାଇ ସମାଜର ଟାଉନହଲ୍ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ବୁଦ୍ଧିଜୀବୀଙ୍କ ସହ ମତ ବିନିମୟ କରିବେ। ଅପରାହ୍ନରେ ‘ତମାଣ୍ଡୋ’ ମିନି ଷ୍ଟାଡ଼ିୟମରେ ସାଧାରଣ ସଭାକୁ ସମ୍ବୋଧନ କରିବେ। ଏହାପରେ ପିସିସି ମୁଖ୍ୟାଳୟଠାରେ ସେ ହାଲ୍ ଓ ବିଏସ୍ଏନ୍ଏଲ୍ କର୍ମଚାରୀଙ୍କ ସହ ସାକ୍ଷାତ କରିବା ପରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ରାହୁଲଙ୍କ ସମାବେଶରେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ କଂଗ୍ରେସରେ ମିଶିବାର କାର୍ଯ୍ୟକ୍ରମ ରହିଛି। ନିଜେ ପଞ୍ଚାନନ ଏନେଇ Otvକୁ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story