ଆଜିଠୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ । ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ସ୍ପାଇସ ଜେଟ ପକ୍ଷରୁ ଆଜିଠାରୁ ଏହି ବିମାନ ଯାତ୍ରା ଆରମ୍ଭ ହେଉଛି । ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରୁ ବିହାର ରାଜଧାନୀ ପାଟନାକୁ ବିମାନ ଆଜିଠାରୁ ଚଳାଚଳ କରିବ  । ପାଟଣାରୁ ଏହା ଯାତ୍ରା ଆରମ୍ଭ କରି ଝାରସୁଗୁଡ଼ାରେ ଅପରାହ୍ଣ ୪ଟା ୨୦ ମିନିଟରେ ପହଞ୍ଚିବ । ଏହାପରେ ଅପରାହ୍ଣ ୪ଟା ୪୦ ମିନିଟରେ ପୁଣି ପାଟନା […]

aeroplane

aeroplane

Niharika Rout
  • Published: Saturday, 01 May 2021
  • Updated: 01 May 2021, 08:27 AM IST

Sports

Latest News

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ । ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ସ୍ପାଇସ ଜେଟ ପକ୍ଷରୁ ଆଜିଠାରୁ ଏହି ବିମାନ ଯାତ୍ରା ଆରମ୍ଭ ହେଉଛି । ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରୁ ବିହାର ରାଜଧାନୀ ପାଟନାକୁ ବିମାନ ଆଜିଠାରୁ ଚଳାଚଳ କରିବ  ।

ପାଟଣାରୁ ଏହା ଯାତ୍ରା ଆରମ୍ଭ କରି ଝାରସୁଗୁଡ଼ାରେ ଅପରାହ୍ଣ ୪ଟା ୨୦ ମିନିଟରେ ପହଞ୍ଚିବ । ଏହାପରେ ଅପରାହ୍ଣ ୪ଟା ୪୦ ମିନିଟରେ ପୁଣି ପାଟନା ଅଭିମୁଖେ ଯାତ୍ରା କରିବ । ପାଟନାକୁ ଶୀଘ୍ର ଗମନାଗମ ଲାଗି ଏହି ବିମାନଯାତ୍ରା ସହାୟକ ହେବ  । ସ୍ପାଇସ ଜେଟ ପକ୍ଷରୁ ଏହି ବିମାନ ଚଳାଚଳ କରିବା ନେଇ ସୂଚନା ଦେଇଛନ୍ତି ବିମାନବନ୍ଦର କର୍ତ୍ତୃପକ୍ଷ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos