ଝାରସୁଗୁଡ଼ା(ଭାଗିରଥୀ ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ । ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ସ୍ପାଇସ ଜେଟ ପକ୍ଷରୁ ଆଜିଠାରୁ ଏହି ବିମାନ ଯାତ୍ରା ଆରମ୍ଭ ହେଉଛି । ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରୁ ବିହାର ରାଜଧାନୀ ପାଟନାକୁ ବିମାନ ଆଜିଠାରୁ ଚଳାଚଳ କରିବ ।
ପାଟଣାରୁ ଏହା ଯାତ୍ରା ଆରମ୍ଭ କରି ଝାରସୁଗୁଡ଼ାରେ ଅପରାହ୍ଣ ୪ଟା ୨୦ ମିନିଟରେ ପହଞ୍ଚିବ । ଏହାପରେ ଅପରାହ୍ଣ ୪ଟା ୪୦ ମିନିଟରେ ପୁଣି ପାଟନା ଅଭିମୁଖେ ଯାତ୍ରା କରିବ । ପାଟନାକୁ ଶୀଘ୍ର ଗମନାଗମ ଲାଗି ଏହି ବିମାନଯାତ୍ରା ସହାୟକ ହେବ । ସ୍ପାଇସ ଜେଟ ପକ୍ଷରୁ ଏହି ବିମାନ ଚଳାଚଳ କରିବା ନେଇ ସୂଚନା ଦେଇଛନ୍ତି ବିମାନବନ୍ଦର କର୍ତ୍ତୃପକ୍ଷ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।