ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ରାଜ୍ୟର ମୋଟ ୪୫ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୨ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷା ପାଇଁ ସବୁ ସେଣ୍ଟରରେ ପ୍ରଶ୍ନପତ୍ର ଓ ଓମ୍‌ଆର୍‌ ସିଟ୍‌ ପହଞ୍ଚିସାରିଛି।