ପୁରୀ: ଆଜି ହେଉଛି ହେରାପଞ୍ଚମୀ। ପରମ୍ପରା ଅନୁଯାୟୀ ଆଜି ମହାଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଆସିବେ। ଆଉ ଫେରିବା ସମୟରେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ଶ୍ରୀମନ୍ଦିରକୁ ଫେରିଯିବେ। ଗତକାଲି ହଜାର ହଜାର ଶ୍ରଦ୍ଧାଳୁ ଜନ୍ମବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଆଡ଼ପ ଅବଢ଼ା ପାଇଥିଲେ। ମଧ୍ୟାହ୍ନ ଧୂପ ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୋଇଥିଲା ଏବଂ ଶ୍ରୀମୁଖ ଶୃଙ୍ଖାର ସମୟରେ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସାଙ୍ଗଙ୍କ ସହ ସମୁଦ୍ରରେ ଗାଧୋଉଥିଲେ, ଭାସିଗଲେ ଯୁବକ
ସମୁଦ୍ରରେ ସ୍ନାନ ବେଳେ ବୁଡିଗଲେ ଯୁବକ । ବହୁ ଖୋଜାଖୋଜି ପରେ ବି ମିଳୁନି ପତ୍ତା।
Crime
ବିବାହକୁ ୬ ମାସ ପୂରିନି; ଯୌତୁକ ଜୁଇରେ ଜଳିଲେ ନବବଧୂ
ଝିଅକୁ ଯୋଜନାବଦ୍ଧ ଭାବେ ବିଷ ପିଆଇ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ଅଞ୍ଜଳିଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
Crime
ପୁଅ ମାଡ଼ରେ ଗଲା ମା’ର ଜୀବନ; ୨୦ ଘଣ୍ଟା ହେଲା ପଡ଼ିଛି ମୃତଦେହ
ପୁଲିସ ଅଭିଯୁକ୍ତ ପୁଅକୁ ନେଇ ଅଟକ ରଖିବା ସହ ଘଟଣା ସଂପର୍କରେ ପଚରାଉଚରା କରିଛି।
Crime
ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ
ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।