ଭୁବନେଶ୍ୱର:ଆଜି ଆରମ୍ଭ ହୋଇଛି ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଜେଇଇ ଆଡଭାନ୍ସ। ପ୍ରଥମ ସିଟିଂ ପରୀକ୍ଷା ସକାଳ ଠିକ୍ ୯ଟାରୁ ଆରମ୍ଭ ହୋଇଛି। ଏହା ୧୨ଟା ପର୍ଯ୍ୟନ୍ତ ଚାଲିବ। ଓଡ଼ିଶାର ଭୁବନେଶ୍ୱର ଓ ରାଉଲକେଲାରେ ଏହି ପରୀକ୍ଷା ଚାଲିଛି। ଦ୍ୱିତୀୟ ସିଟିଂ ଅପରାହ୍ନ ୨ଟାରୁ ଆରମ୍ଭ ହେବ। ଏହା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ସାରା ଦେଶରେ ପ୍ରାୟ ଦେଢ଼ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଛନ୍ତି। ଏଥିରୁ ଓଡ଼ିଶାର ପରୀକ୍ଷାର୍ଥୀଙ୍କ ସଂଖ୍ୟା ରହିଛି ୩,୪୦୩। ଦେଶର ୧୬ଟି ଆଇଆଇଟି ସମେତ ଆଇଏସ୍ଏମ୍-ଧାନବାଦରେ ଆଡମିଶନ୍ ଚାହୁଁଥିବା ଛାତ୍ରଛାତ୍ରୀଙ୍କୁ ଜେଇଇ-ଆଡଭାନ୍ସ ଦେଉଛନ୍ତି। ପୂର୍ବରୁ ଜେଇଇ-ମେନ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପ୍ରଥମ ଦେଢ଼ ଲକ୍ଷ ରାଙ୍କରେ ଥିବା ଛାତ୍ରଛାତ୍ରୀ ଏହି ଆଡଭାନ୍ସ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।