ଆଜି କାର୍ଯ୍ୟରେ ଯୋଗଦେବେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି

କୋରାପୁଟ: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତି ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ଆଜି କାର୍ଯ୍ୟରେ ଯୋଗଦେବେ । ଏଥିପାଇଁ ସେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି । ସେ ହାଇଦ୍ରାବାଦ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଇଂରାଜୀ ବିଭାଗରେ ପ୍ରଫେସର ଥିଲେ। କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ ମିଳିବା ପରେ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଛନ୍ତି। ନିଜର ଅଭିଜ୍ଞତାକୁ ବିଶ୍ୱବିଦ୍ୟାଳୟର ବିକାଶ ଦିଗରେ ଲଗାଇବା ପାଇଁ ଉଦ୍ୟମ କରିବି ବୋଲି କୁଳପତି ମହାନ୍ତି କହିଛନ୍ତି ।

koraput

koraput

Rakesh Mallick
  • Published: Friday, 07 August 2015
  • Updated: 07 August 2015, 04:56 AM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story