ଭୁବନେଶ୍ୱରରେ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁ

ଭୁବନେଶ୍ୱର: କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି।  ଆଜି ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡ଼ିଛି। ମୋଦି ସରକାରର ବର୍ଷେ ପୂର୍ତ୍ତି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ ବୋଲି ଜଣାପଡିଛି। ଦୁଇଦିନ ତଳେ  ପ୍ରଥମେ କେନ୍ଦ୍ର ଶିଳ୍ପମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ତା’ପରେ ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସି ମୋଦି ସରକାରଙ୍କ ଗୁଣଗାନ କରିବା ସହ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ […]

Venkaiah

Venkaiah

Rakesh Mallick
  • Published: Wednesday, 27 May 2015
  • Updated: 27 May 2015, 04:55 AM IST

Sports

Latest News

ଭୁବନେଶ୍ୱର: କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି।  ଆଜି ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡ଼ିଛି। ମୋଦି ସରକାରର ବର୍ଷେ ପୂର୍ତ୍ତି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ ବୋଲି ଜଣାପଡିଛି। ଦୁଇଦିନ ତଳେ  ପ୍ରଥମେ କେନ୍ଦ୍ର ଶିଳ୍ପମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ତା'ପରେ ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସି ମୋଦି ସରକାରଙ୍କ ଗୁଣଗାନ କରିବା ସହ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆଜି ଓଡ଼ିଶା ଗସ୍ତରେ ଆସସି ପହଞ୍ଚିଛନ୍ତି ବିଜେପିର ଆଉ ଜଣେ ହେଭିବେଟ୍ କେନ୍ଦ୍ରନେତା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos