ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ପୁରୀର ରଥଖଳାରେ ପହଞ୍ଚି ଯାଇଛି ରଥ କାଠ।
ଅନ୍ୟପଟରେ ଆଜିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେଉଛି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଉତ୍ସବ। ୨୧ ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡା କରିବେ। ସେହିଭଳି କୃଷକ ଭାଇମାନଙ୍କ ପାଇଁ ଆଜି ଚାଷ ଅନୁକୂଳର ଦିନ। ବିଲରେ ବିହନ ବୁଣିବେ ଚାଷୀ। ଅକ୍ଷୟତୃତୀୟାରେ ସୁନା କିଣିଲେ ଘରକୁ ଲକ୍ଷ୍ମୀ ଆସିଥାନ୍ତିି ବୋଲି ବିଶ୍ୱାସ ରହିଛି।
ଏହି ଅବସରରେ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ସୁନା ଦୋକାନୀମାନେ ବିଭିନ୍ନ ଅଫର ଦେଉଛନ୍ତି। ଆଉ ଏହାର ସୁଯୋଗ ନେବା ପାଇଁ ସୁନାଦୋକାନରେ ଗ୍ରାହକଙ୍କ ଭିଡ ଲାଗୁଥିବା ଦେଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।