ଆଜି ପବିତ୍ର ମାଘ ସପ୍ତମୀ, ମାଘବୁଡ଼ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ। ଏ ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସକାଳୁ ସକାଳୁ ବୁଡ଼ ପକାଇଛନ୍ତି । ଚଳିତବର୍ଷ ଦୁର୍ଲଭ କୁମ୍ଭାଦିତ୍ୟ ଯୋଗ ପଡୁଥିବାରୁ ଏଠାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଶନିବାର ତିନିଠାକୁର ତ୍ରିବେଣୀଶ୍ୱର, ଇସାନେଶ୍ୱର ଓ ଦକ୍ଷିଣେଶ୍ୱରଙ୍କୁ ଶୋଭାଯାତ୍ରାରେ ଚନ୍ଦ୍ରଭାଗା ତୀର୍ଥମଣ୍ଡପ […]

chalnvaga

Rakesh Mallick
  • Published: Sunday, 14 February 2016
  • , Updated: 14 February 2016, 02:37 AM IST

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ। ଏ ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସକାଳୁ ସକାଳୁ ବୁଡ଼ ପକାଇଛନ୍ତି । ଚଳିତବର୍ଷ ଦୁର୍ଲଭ କୁମ୍ଭାଦିତ୍ୟ ଯୋଗ ପଡୁଥିବାରୁ ଏଠାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି।

ଶନିବାର ତିନିଠାକୁର ତ୍ରିବେଣୀଶ୍ୱର, ଇସାନେଶ୍ୱର ଓ ଦକ୍ଷିଣେଶ୍ୱରଙ୍କୁ ଶୋଭାଯାତ୍ରାରେ ଚନ୍ଦ୍ରଭାଗା ତୀର୍ଥମଣ୍ଡପ ନିଆଯାଇଥିଲା।

Related story