ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା

ଭୁବନେଶ୍ୱର: ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା। ସ୍ୱାମୀଙ୍କ ଦୀର୍ଘ ଜୀବନ, ସୁସ୍ଥତା ଓ ସଫଳତା କାମନା କରି ବିବାହିତା ମହିଳାମାନେ ସାବିତ୍ରୀ ବ୍ରତ ପାଳୁଛନ୍ତି। ଆଜିର ଦିନରେ ଠାକୁରଙ୍କ ନିକଟରେ ପୂଜା କରିବା ପରେ ନୂଆ ଲୁଗା ପିନ୍ଧିବା ସହିତ ବ୍ରତ ବାନ୍ଧିବା ପରମ୍ପରା ରହିଛି। ଏଥିପାଇଁ ବିଭିନ୍ନ ମନ୍ଦିରରେ ସକାଳୁ ସକାଳୁ ବ୍ରତଧାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ମହିଳାମାନେ ସାବିତ୍ରୀ ଅମାବାସ୍ୟାରେ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ଉପବାସ ରଖିବା ବିଧି ରହିଛି। ଏଥିପାଇଁ ମନ୍ଦିରମାନଙ୍କରେ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ବନ୍ଧୁ ପପୁଙ୍କୁ ଘନଘନ ଜେରା

ସେ ଝିଅର ବୟଫ୍ରେଣ୍ଡ ମୋତେ ଫସାଇଦେଲା

ଅବସର ପରେ ପୁନଃ ନିଯୁକ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ନାପସନ୍ଦ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

ରାଉରକେଲାରେ କୋଭିଡ୍ କେୟାର ଓ ଟିଏମ୍‌ସି ସେଣ୍ଟରରେ ବେଡ୍ ବଢ଼ିଲା

କରୋନା: ଡାକ୍ତର ଓ ପାରାମେଡିକାଲ କର୍ମଚାରୀଙ୍କୁ ମିଳିବ ଦୈନିକ ୨୪୦ଟଙ୍କାର ଖାଦ୍ୟ ଭତ୍ତା

ଖଣି ପାଇଁ ପଦା ହେବାକୁ ଯାଉଛି ଶାଳ ଜଙ୍ଗଲ

କଂଗ୍ରେସରେ ପୁଣି ସକ୍ରିୟ ହେଲେ ଚିରଞ୍ଜିବ

୧୮ ନେତ୍ରୀଙ୍କୁ ଜିଲ୍ଲା ମହିଳା ସଂଗଠନ ଦାୟିତ୍ୱ ଦେଲା ବିଜେଡି

ମୋ ପାଇଁ ଏ ଦ୍ୱାର କାହିଁକି ବନ୍ଦ ? ମୁଁ ବଞ୍ଚିବାକୁ ଚାହେଁ…

ବ୍ରହ୍ମପୁର ଟାଉନ୍‌ ପ୍ରବେଶ ପଥ ସିଲ୍‌

ସରକାର ଦେଲେ ଅନୁମତି: ଖୋଲିପାରିବେ କୋଭିଡ୍ କେୟାର ହୋମ୍ ଓ ସେଣ୍ଟର

ଥାନାରୁ ଚମ୍ପଟ୍‌ ମାରୁଥିଲା ଦୁଷ୍କର୍ମ ଅଭିଯୁକ୍ତ, ଚଢ଼ିଗଲା ଟ୍ରକ