ଆଜି ଶ୍ରୀଜୀଉଙ୍କ ଘଣା ଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହେବ। ଅଣସର ପିଣ୍ଡିରେ ଏହା ଶ୍ରୀଜୀଉଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଗୁପ୍ତ ନୀତି। ରଥଯାତ୍ରାରେ ଯିବାବେଳେ ଯେପରି ମହାପ୍ରଭୁଙ୍କ ଶରୀରକୁ କୌଣସି ବାଧା ନଆସେ ସେଥିପାଇଁ ଏହି ନୀତି କରାଯାଏ ବୋଲି ପତିମହାପାତ୍ର ସେବାୟତ କହିଛନ୍ତି। ଏହା ପରେ ବନକଲାଗି ନୀତି ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ

ଅନୁଗୋଳରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ନବ ଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡ଼ିଲେ ଶ୍ରୀଜିଉ

ବରକୁ ଉଠାଇ ନେଲା ପୁଲିସ, ମେ’ଫେୟାର ହୋଟେଲ ସିଲ୍

ନିର୍ଦ୍ଦେଶକୁ ୫ବର୍ଷ ବିତିଲା, ୭୭ % ସ୍କୁଲରେ ନାହିଁ ଖେଳପଡ଼ିଆ

ବନ୍ଧା ହେଲେ ୨, ବିବାହ ଆଇନ୍ ଉଲ୍ଲଂଘନ କଲେ ଫସିବେ ପୁରୋହିତ

ସମସ୍ତଙ୍କ ସ୍ୱାବ୍ ପରୀକ୍ଷା ଦାବି କଲା କଂଗ୍ରେସ

ମୋ ଧନକୁ ଡାକ୍ତର ଟ୍ରିଟ୍‌ମେଣ୍ଟ କଲେନି: ବାପା, ଭାଇ ତମେ ବି ଆସିଲନି…

ରାଜ୍ୟରେ ଅଣାୟତ୍ତ ‘କରୋନା’ ମହାମାରୀ: ନେଲାଣି ଆଉ ୫ ମୁଣ୍ଡ

ଘରକୁ ଫେରୁନାହାନ୍ତି, କେଉଁଠି ଅଛନ୍ତି ଆରତି?

‘ମୁଁ ସୁସ୍ଥ, ମୋତେ ନିଆଁ ପାଣି ବାସନ୍ଦ’

ସୀତାଙ୍କୁ ଅପମାନ ବିବାଦ: ଏକାଡେମୀ ପୁରସ୍କାର ପ୍ରତ୍ୟାହାର ଦାବି

ସୁସ୍ଥ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ